Ephesians 1:19 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ଏହା ମଧ୍ଯ ବୁଝି ପାରିବ ଯେ, ଆମ୍ଭେ ଯେଉଁମାନେ ବିଶ୍ବାସ କରୁଛୁ, ଆମ୍ଭମାନଙ୍କ ନିମନ୍ତେ କାମ କରୁଥିବା ପରମେଶ୍ବରଙ୍କ ଶକ୍ତି କେତେ ମହାନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ବିଶ୍ଵାସୀ ଯେ ଆମ୍ଭେମାନେ, ତାହାଙ୍କ ଶକ୍ତିର କାର୍ଯ୍ୟସାଧକ ପରାକ୍ରମ ଅନୁସାରେ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଶକ୍ତିର ଅତ୍ୟଧିକ ମହତ୍ତ୍ଵ କଅଣ, ଏହିସବୁ ଜାଣି ପାର;
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କର ଲୋକମାନଙ୍କ ପ୍ରତି ତାଙ୍କର ପ୍ରତିଜ୍ଞାତ ମହତ୍ ଆଶୀର୍ବାଦସମୂହ ଯେ କେତେ ବହୁଳ ଏବଂ ଆମ ପରି ବିଶ୍ୱାସୀମାନଙ୍କ ମଧ୍ୟରେ ତାଙ୍କର ସକ୍ରିୟ ଶକ୍ତି ଯେ କେଡ଼େ ମହାନ୍, ତାହା ତୁମ୍ଭେମାନେ ଜାଣି ପାରିବ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଏହା ମଧ୍ୟ ବୁଝି ପାରିବ ଯେ, ଆମ୍ଭେ ଯେଉଁମାନେ ବିଶ୍ୱାସ କରୁଛୁ, ଆମ୍ଭମାନଙ୍କ ନିମନ୍ତେ କାମ କରୁଥିବା ପରମେଶ୍ୱରଙ୍କ ଶକ୍ତି କେତେ ମହାନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବିଶ୍ୱାସୀ ଯେ ଆମ୍ଭେମାନେ, ତାହାଙ୍କ ଶକ୍ତିର କାର୍ଯ୍ୟସାଧକ ପରାକ୍ରମ ଅନୁସାରେ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଶକ୍ତିର ଅତ୍ୟଧିକ ମହତ୍ତ୍ୱ କଅଣ, ଏହିସବୁ ଜାଣି ପାର;
Odia IRV 2017 (ଓଡିଆ ବାଇବେଲ)
ପୁଣି, ବିଶ୍ୱାସୀ ଯେ ଆମ୍ଭେମାନେ, ତାହାଙ୍କ ଶକ୍ତିର କାର୍ଯ୍ୟସାଧକ ପରାକ୍ରମ ଅନୁସାରେ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଶକ୍ତିର ଅତ୍ୟଧିକ ମହତ୍ତ୍ୱ କ'ଣ, ଏହି ସବୁ ଜାଣି ପାର;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ವಿಶ್ವಾಸ್ ಕರ್ತಲ್ಯಾ ಅಮ್ಚ್ಯಾ ಮದ್ದಿ ಕಾಮ್ ಕರ್ತಲೊ ತೆಚೊ ಬಳ್ ಕೆವ್ಡೊ ಮೊಟೊ ಹಾಯ್ ಹ್ಯೊ ಬಳ್ ಅಮ್ಚ್ಯಾ ಮದ್ದಿ ತ್ಯಾಚ್ ಲೈ ಮೊಟ್ಯಾ ಬಳಾಚ್ಯಾ ವೈನಾ ದಿಲಾ.