Ephesians 1:20 — Compare Translations
7 translations compared side by side
Odia - 1840
"ଏହି ଶକ୍ତି ହେଉଛି ସହେି ଶକ୍ତି, ଯେଉଁ ଶକ୍ତି ବଳ ରେ ପରମେଶ୍ବର ଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ପୁନରୁତ୍ଥିତ କରିଥିଲେ। ସ୍ବର୍ଗ ରାଜ୍ଯ ରେ ପରମେଶ୍ବର ଖ୍ରୀଷ୍ଟଙ୍କୁ ତାହାଙ୍କ ଡ଼ାହାଣ ପଟ ରେ ବସାଇ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଶକ୍ତି ସେ ଖ୍ରୀଷ୍ଟଙ୍କଠାରେ ସାଧନ କରି ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ସମସ୍ତ ଆଧିପତ୍ୟ, କର୍ତ୍ତାପଣ, ଶକ୍ତି, ପ୍ରଭୁତ୍ଵ, ପୁଣି ଇହକାଳ ଓ ମଧ୍ୟ ପରକାଳରେ ଯେତେ ନାମ ଖ୍ୟାତ,
Odia BSI (ପବିତ୍ର ବାଇବଲ (CL) NT (BSI))
ବର୍ତ୍ତମାନ, ଆମ୍ଭମାନଙ୍କ ମଧ୍ୟରେ ସକ୍ରିୟ ଥିବା ସେହି ଶକ୍ତି ଦ୍ୱାରା ହିଁ ଈଶ୍ୱର ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନରୁତ୍ôଥତ କରି ତାଙ୍କୁ ସ୍ୱର୍ଗଲୋକରେ ନିଜ ଦକ୍ଷିଣ ପାଶ୍ୱର୍ରେ ଉପବିଷ୍ଟ କରାଇ ଅଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଶକ୍ତି ହେଉଛି ସେହି ଶକ୍ତି, ଯେଉଁ ଶକ୍ତି ବଳରେ ପରମେଶ୍ୱର ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରିଥିଲେ। ସ୍ୱର୍ଗ ରାଜ୍ୟରେ ପରମେଶ୍ୱର ଖ୍ରୀଷ୍ଟଙ୍କୁ ତାହାଙ୍କ ଡାହାଣ ପଟରେ ବସାଇ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଶକ୍ତି ଯେ ଖ୍ରୀଷ୍ଟଙ୍କଠାରେ ସାଧନ କରି ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ସମସ୍ତ ଆଧିପତ୍ୟ, କର୍ତ୍ତାପଣ, ଶକ୍ତି, ପ୍ରଭୁତ୍ୱ ପୁଣି, ଇହକାଳ ଓ ମଧ୍ୟ ପରକାଳରେ ଯେତେ ନାମ ଖ୍ୟାତ,
Odia IRV 2017 (ଓଡିଆ ବାଇବେଲ)
ସେହି ଶକ୍ତି ଯେ ଖ୍ରୀଷ୍ଟଙ୍କଠାରେ ସାଧନ କରି ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ସମସ୍ତ ଆଧିପତ୍ୟ, କର୍ତ୍ତାପଣ, ଶକ୍ତି, ପ୍ରଭୁତ୍ୱ ପୁଣି, ଇହକାଳ ଓ ମଧ୍ୟ ପରକାଳରେ ଯେତେ ନାମ ଖ୍ୟାତ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊಚ್ ಮೊಟೊ ಬಳ್ ತೆನಿ ವಾಪ್ರುನ್ ಕ್ರಿಸ್ತಾಕ್ ಮರಲ್ಲ್ಯಾಕ್ನಾ ಝಿತ್ತೊ ಕರ್ಲ್ಯಾನ್ ಅನಿ ಸರ್ಗಾಚ್ಯಾ ರಾಜಾತ್ ಅಪ್ನಾಚ್ಯಾ ಉಜ್ವ್ಯಾ ಭಾಜುಕ್ ತೆಕಾ ಬಸ್ವುಲ್ಯಾನ್.