Ephesians 1:21 — Compare Translations
7 translations compared side by side
Odia - 1840
"ପରମେଶ୍ବର ଖ୍ରୀଷ୍ଟଙ୍କୁ ସମସ୍ତ ଶାସକ, ଅଧିକାରୀ, ଶକ୍ତି ଓ ରାଜାମାନଙ୍କଠାରୁ ଅଧିକ ମହତ୍ବପୂର୍ଣ୍ଣ ପଦ ଦଇେଅଛନ୍ତି। ଏହି ସଂସାର କି ପରବର୍ତ୍ତୀ ସଂସାର ରେ ଥିବା ଯେ କୌଣସି କ୍ଷମତା ପୂର୍ଣ୍ଣ ଶକ୍ତି ଅପେକ୍ଷା ଖ୍ରୀଷ୍ଟଙ୍କର ଶକ୍ତି ଅତି ଅଧିକ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମସ୍ତଙ୍କ ଉପରେ ତାହାଙ୍କୁ ଉନ୍ନତ କରାଇ ସ୍ଵର୍ଗରେ ଆପଣା ଦକ୍ଷିଣ ପାର୍ଶ୍ଵରେ ଉପବେଶନ କରାଇଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟ ସମସ୍ତ ସ୍ୱର୍ଗୀୟ ଶାସକ, କ୍ଷମତାସମ୍ପନ୍ନ ଅଧିକାରୀ, ଶକ୍ତିଧର ଓ ଅଧିପତିମାନଙ୍କ ଉପରେ ଶାସନ କରନ୍ତି, ଇହଲୋକ ଓ ପରଲୋକର କ୍ଷମତାସୂଚକ ସମସ୍ତ ଉପାଧି ଅପେକ୍ଷା ତାଙ୍କର ଉପାଧି ସର୍ବୋକ୍ରୃଷ୍ଟ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଖ୍ରୀଷ୍ଟଙ୍କୁ ସମସ୍ତ ଶାସକ, ଅଧିକାରୀ, ଶକ୍ତି ଓ ରାଜାମାନଙ୍କଠାରୁ ଅଧିକ ମହତ୍ତ୍ୱପୂର୍ଣ୍ଣ ପଦ ଦେଇଅଛନ୍ତି। ଏହି ସଂସାର କି ପରବର୍ତ୍ତୀ ସଂସାରରେ ଥିବା ଯେକୌଣସି କ୍ଷମତା ପୂର୍ଣ୍ଣ ଶକ୍ତି ଅପେକ୍ଷା ଖ୍ରୀଷ୍ଟଙ୍କର ଶକ୍ତି ଅତି ଅଧିକ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସମସ୍ତଙ୍କ ଉପରେ ତାହାଙ୍କୁ ଉନ୍ନତ କରାଇ ସ୍ୱର୍ଗରେ ଆପଣା ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରାଇଲେ,
Odia IRV 2017 (ଓଡିଆ ବାଇବେଲ)
ସେ ସମସ୍ତଙ୍କ ଉପରେ ତାହାଙ୍କୁ ଉନ୍ନତ କରାଇ ସ୍ୱର୍ଗରେ ଆପଣା ଦକ୍ଷିଣ ପାର୍ଶ୍ୱରେ ଉପବେଶ ନ କରାଇଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕ್ರಿಸ್ತ್ ಸರ್ಗಾತ್ಲ್ಯಾ ಸಗ್ಳ್ಯಾ ಮೊಟೆಪಾನಾಂಚ್ಯಾ, ಅಧಿಕಾರಿಯಾಂಚ್ಯಾ, ಪದ್ವಿಚ್ಯಾ ಅನಿ ಧನಿಯಾಂಚ್ಯಾ ವೈರ್ ಅಧಿಕಾರ್ ಚಾಲ್ವುತಾ; ಹ್ಯಾ ಜಗಾತ್ಲ್ಯಾ ಅನಿ ಫಿಡೆ ಯೆತಲ್ಯಾ ಸಗ್ಳ್ಯಾ ಅಧಿಕಾರಾಂಚ್ಯಾ ವೈರ್ ಮೊಟೆ ನಾವ್ ತೆಕಾ ದಿಲ್ಲೆ ಹಾಯ್.