Ephesians 1:22 — Compare Translations

7 translations compared side by side

Odia - 1840
"ପରମେଶ୍ବର ସବୁ କିଛି ଖ୍ରୀଷ୍ଟଙ୍କ ଅଧିନ ରେ ରଖିଅଛନ୍ତି ଓ ତାହାଙ୍କୁ ମଣ୍ଡଳୀର ମୁଖ୍ଯ ରୂପେ ସ୍ଥାପିତ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକ ସ୍ଵରୂପେ ମଣ୍ତଳୀକୁ ଦାନ କଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ସମସ୍ତ ବିଷୟ ଖ୍ରୀଷ୍ଟଙ୍କ ପାଦ ତଳେ ରଖିଛନ୍ତି ଏବଂ ସମସ୍ତ ବିଷୟ ଉପରେ ତାଙ୍କୁ ସର୍ବୋପରିସ୍ଥ ପ୍ରଭୁ ରୂପେ ମଣ୍ଡଳୀକୁ ପ୍ରଦାନ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସବୁକିଛି ଖ୍ରୀଷ୍ଟଙ୍କ ଅଧୀନରେ ରଖିଅଛନ୍ତି ଓ ତାହାଙ୍କୁ ମଣ୍ଡଳୀର ମୁଖ୍ୟ ରୂପେ ସ୍ଥାପିତ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକରୂପେ ମଣ୍ଡଳୀକୁ ଦାନ କଲେ;
Odia IRV 2017 (ଓଡିଆ ବାଇବେଲ)
ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକରୂପେ ମଣ୍ଡଳୀକୁ ଦାନ କଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಹರ್ ಲೊಕಾಂಚ್ಯಾ ಕ್ರಿಸ್ತಾಚ್ಯಾ ಅಧಿಕಾರಾಚ್ಯಾ ಖಾಯ್ಲ್ ಭುತ್ತುರ್ ಕರ್ಲ್ಯಾನ್, ಅನಿ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾ ಸಾಟ್ನಿ.