Ephesians 1:23 — Compare Translations
7 translations compared side by side
Odia - 1840
"ମଣ୍ଡଳୀ ହେଉଛି ଖ୍ରୀଷ୍ଟଙ୍କ ଶରୀର। ମଣ୍ଡଳୀ ଖ୍ରୀଷ୍ଟଙ୍କ ଦାରା ପୂର୍ଣ୍ଣ ହାଇେଅଛି। ସେ ସମସ୍ତ ବିଷୟ ପ୍ରେତ୍ୟକକ ଉପାୟ ରେ ସମ୍ପୂର୍ଣ୍ଣ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ମଣ୍ତଳୀ ତାହାଙ୍କ ଶରୀର ସ୍ଵରୂପ, ଅର୍ଥାତ୍, ଯେ ସମସ୍ତ ବିଷୟକୁ ସର୍ବତୋ ଭାବରେ ପୂର୍ଣ୍ଣ କରନ୍ତି, ତାହାଙ୍କର ପୂର୍ଣ୍ଣତା, ।
Odia BSI (ପବିତ୍ର ବାଇବଲ (CL) NT (BSI))
ମଣ୍ଡଳୀ ଖ୍ରୀଷ୍ଟଙ୍କ ଶରୀର; ମଣ୍ଡଳୀ ଦ୍ୱାରା ଖ୍ରୀଷ୍ଟଙ୍କ କାର୍ଯ୍ୟର ପୂର୍ଣ୍ଣତା ସାଧିତ ହୁଏ; ପୁଣି ଖ୍ରୀଷ୍ଟ ସମସ୍ତ ବିଷୟ ସମ୍ପୂର୍ଣ୍ଣର୍ କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ମଣ୍ଡଳୀ ହେଉଛି ଖ୍ରୀଷ୍ଟଙ୍କ ଶରୀର। ମଣ୍ଡଳୀ ଖ୍ରୀଷ୍ଟଙ୍କ ଦାରା ପୂର୍ଣ୍ଣ ହୋଇଅଛି। ସେ ସମସ୍ତ ବିଷୟ ପ୍ରତ୍ୟେକ ଉପାୟରେ ସମ୍ପୂର୍ଣ୍ଣ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ମଣ୍ଡଳୀ ଖ୍ରୀଷ୍ଟଙ୍କ ଶରୀର ସ୍ୱରୂପ, ଅର୍ଥାତ୍ ଯେ ସମସ୍ତ ବିଷୟକୁ ସର୍ବତୋଭାବେ ପୂର୍ଣ୍ଣ କରନ୍ତି, ତାହାଙ୍କ ପୂର୍ଣ୍ଣତା।
Odia IRV 2017 (ଓଡିଆ ବାଇବେଲ)
ସେହି ମଣ୍ଡଳୀ ତାହାଙ୍କ ଶରୀର ସ୍ୱରୂପ, ଅର୍ଥାତ୍ ଯେ ସମସ୍ତ ବିଷୟକୁ ସର୍ବତୋଭାବେ ପୂର୍ଣ୍ଣ କରନ୍ତି, ତାହାଙ୍କ ପୂର୍ଣ୍ଣତା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚೊ ತಾಂಡೊ ಕ್ರಿಸ್ತಾಚೆ ಆಂಗ್ ಹೊವ್ನ್ ಹಾಯ್, ತೆಕಾ ಸಗ್ಳ್ಯಾಂಚ್ಯಾ ವೈರ್ ಟಕ್ಲೆ ಕರುನ್ ಥವ್ಲ್ಯಾನ್ ತೆಜಿ ಪರಿಪುರ್ನತಾ ತೊ ಅಪ್ಲ್ಯಾ ಅಪ್ನಿಚ್ ಸಗ್ಳ್ಯಾಕ್ಡೆ ಸಗ್ಳ್ಯಾ ವಿಶಯಾತ್ ಫುರಾ ಕರ್ತಾ.