Ephesians 1:3 — Compare Translations
7 translations compared side by side
Odia - 1840
"ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବରଙ୍କ ପ୍ରଶଂସା ହେଉ। ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ଥିବା ହତେୁ ପରମେଶ୍ବର ଆମ୍ଭକୁ ସ୍ବର୍ଗ ରେ ସମସ୍ତ ଆଧ୍ଯାତ୍ମିକ ଆଶୀର୍ବାଦ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ଵର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ଵାରା ସ୍ଵର୍ଗରେ ଆଶୀର୍ବାଦ କରିଅଛନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ଧନ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଈଶ୍ୱର। କାରଣ ସେ ଆମକୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ କରାଇ ସ୍ୱର୍ଗଲୋକର ସମସ୍ତ ଆଧ୍ୟାତ୍ମିକ ଆଶୀଷ ପ୍ରଦାନ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କଠାରେ ଥିବା ଲୋକଙ୍କ ପାଇଁ ଆଧ୍ୟାତ୍ମିକ ଆଶୀର୍ବାଦ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ୱରଙ୍କ ପ୍ରଶଂସା ହେଉ। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଥିବା ହେତୁ ପରମେଶ୍ୱର ଆମ୍ଭକୁ ସ୍ୱର୍ଗରେ ସମସ୍ତ ଆଧ୍ୟାତ୍ମିକ ଆଶୀର୍ବାଦ ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಕ್ ಅಮ್ಚ್ಯಾ ಧನಿಯಾ ಜೆಜು ಕ್ರಿಸ್ತಾಚ್ಯಾ ಬಾಬಾಕ್, ಅಮಿ ಧನ್ಯವಾದ್ ದಿವ್ಕ್ ಪಾಜೆ! ಕಶ್ಯಾಕ್ ಮಟ್ಲ್ಯಾರ್, ಅಮ್ಕಾ ಕ್ರಿಸ್ತಾಚ್ಯಾ ಎಕ್ವಟ್ಟಾತ್ ಸರ್ಗಾತ್ ಸಗ್ಳಿ ಆತ್ಮಿಕ್ ಆಶಿರ್ವಾದಾ ತೆನಿ ದಿಲ್ಯಾನಾಯ್.