Ephesians 1:4 — Compare Translations
7 translations compared side by side
Odia - 1840
"ଖ୍ରୀଷ୍ଟଙ୍କଠା ରେ, ଜଗତର ସୃଷ୍ଟି ପୂର୍ବରୁ ପରମେଶ୍ବର ଆମ୍ଭକୁ ତାହାଙ୍କ ସମ୍ମୁଖ ରେ ପବିତ୍ର ଓ ନିର୍ଦ୍ ଦୋଷ ହବୋ ପାଇଁ ଆଦର ରେ ବାଛି ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ଆମ୍ଭେମାନେ ଯେପରି ତାହାଙ୍କ ସାକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ପୃଥିବୀର ସୃଷ୍ଟି ପୂର୍ବରୁ ଈଶ୍ୱର ଆମ୍ଭମାନଙ୍କୁ ମନୋନୀତ କରିଛନ୍ତି। ପୁଣି ତାଙ୍କ ସମ୍ମୁଖରେ ଆମେ ପବିତ୍ର ଓ ନିର୍ଦ୍ଦୋଷ ହେବା ପାଇଁ ଏବେ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇଛୁ।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟଙ୍କଠାରେ, ଜଗତର ସୃଷ୍ଟି ପୂର୍ବରୁ ପରମେଶ୍ୱର ଆମ୍ଭକୁ ତାହାଙ୍କ ସମ୍ମୁଖରେ ପବିତ୍ର ଓ ନିର୍ଦ୍ଦୋଷ ହେବା ପାଇଁ ଆଦରରେ ବାଛି ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍ ଆମ୍ଭେମାନେ ଯେପରି ତାହାଙ୍କ ସାକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍ ଆମ୍ଭେମାନେ ଯେପରି ତାହାଙ୍କ ସକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಗ್ ರಚುನ್ ಹೊವ್ಚ್ಯಾ ಅದ್ದಿಚ್ ಅಮಿ ದೆವಾಚ್ಯಾ ಇದ್ರಾಕ್ ಪವಿತ್ರ್ ಅನಿ ಚುಕ್ ನಸಲ್ಲೆ ಹೊವ್ನ್ ರ್ಹಾವ್ಕ್ ಸಾಟ್ನಿ, ದೆವಾನ್ ಅಮ್ಕಾ ಕ್ರಿಸ್ತಾಚ್ಯಾ ಎಕ್ವಟ್ಟಾತ್ ತೆನಿ ಅದ್ದಿಚ್ ಅಮ್ಕಾ ಎಚುನ್ ಘೆಟ್ಲ್ಯಾನ್, ಕಶ್ಯಾಕ್ ಮಟ್ಲ್ಯಾರ್, ಹ್ಯೊ ತೆಚೊ ಪ್ರೆಮ್.