Ephesians 1:5 — Compare Translations
7 translations compared side by side
Odia - 1840
"ସେ ଆମ୍ଭମାନଙ୍କ ସୃଷ୍ଟି ପୂର୍ବରୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ବାରା ନିଜର ସନ୍ତାନ କରିବାକୁ ସ୍ଥିର କରିଥିଲେ। ଏହା ତାହାଙ୍କର ଇଚ୍ଛା ଓ ଆନନ୍ଦ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଆମ୍ଭମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ଵଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୂର୍ବରୁ ନିରୂପଣ କଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ପ୍ରେମ ହେତୁ, ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସେ ଆମକୁ ତାଙ୍କର ସନ୍ତାନ ରୂପେ ଗ୍ରହଣ କରିବାକୁ ନିରୂପଣ କରିଥିଲେ; ଏହା ହିଁ ଥିଲା ତାଙ୍କର ଆନନ୍ଦ ଓ ଅଭିପ୍ରାୟ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଆମ୍ଭମାନଙ୍କ ସୃଷ୍ଟି ପୂର୍ବରୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ନିଜର ସନ୍ତାନ କରିବାକୁ ସ୍ଥିର କରିଥିଲେ। ଏହା ତାହାଙ୍କର ଇଚ୍ଛା ଓ ଆନନ୍ଦ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଈଶ୍ବର ଆମ୍ଭମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ୱଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୂର୍ବରୁ ନିରୂପଣ କଲେ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଆମ୍ଭମାନଙ୍କୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ୱଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୁର୍ବରୁ ନିରୂପଣ କଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ವರ್ತಿ ಹೊತ್ತ್ಯಾ ಪ್ರೆಮಾ ಸಾಟ್ನಿ ಕ್ರಿಸ್ತ್ ಜೆಜು ವೈನಾ ಅಮ್ಕಾ ಅಪ್ಲಿ ಸ್ವತಾಚಿ ಪೊರಾ ಕರುನ್ ಘೆವ್ಕ್ ತೆನಿ ಅದ್ದಿಚ್ ನಿರ್ದಾರ್ ಕರಲ್ಯಾನ್, ತಿ ತೆಜಿ ಇಚ್ಚ್ಯಾ ಅನಿ ಉದ್ದೆಸ್ ಹೊವ್ನ್ ಹೊತ್ತೊ.