Ephesians 1:6 — Compare Translations
7 translations compared side by side
Odia - 1840
"ପରମେଶ୍ବରଙ୍କ ଆଶ୍ଚର୍ୟ୍ଯଜନକ ଅନୁଗ୍ରହ ସକାେଶ ତାହାଙ୍କର ପ୍ରଶଂସା ହୁଏ। ଯାହାଙ୍କୁ ପରମେଶ୍ବର ପ୍ ରମେ କରନ୍ତି, ସହେି ଖ୍ରୀଷ୍ଟଙ୍କ ଦ୍ବାରା ସେ ଆମ୍ଭକୁ ସହେି ଅନୁଗ୍ରହ ମୁକ୍ତ ଭାବରେ ଦଇେଥାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ଵାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ଅପୂର୍ବ ଅନୁଗ୍ରହ ନିମନ୍ତେ ଓ ତାଙ୍କ ପ୍ରିୟ ପୁତ୍ରଙ୍କୁ ବିନା ମୂଲ୍ୟରେ ଦାନ ସ୍ୱରୂପେ ପାଇଥିବା ହେତୁ, ଆମେ ଈଶ୍ୱରଙ୍କ ଧନ୍ୟବାଦ କରୁଛୁ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଆଶ୍ଚର୍ଯ୍ୟଜନକ ଅନୁଗ୍ରହ ସକାଶେ ତାହାଙ୍କର ପ୍ରଶଂସା ହୁଏ। ଯାହାଙ୍କୁ ପରମେଶ୍ୱର ପ୍ରେମ କରନ୍ତି, ସେହି ଖ୍ରୀଷ୍ଟଙ୍କ ଦ୍ୱାରା ସେ ଆମ୍ଭକୁ ସେହି ଅନୁଗ୍ରହ ମୁକ୍ତ ଭାବରେ ଦେଇଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಯೆವಾ ಅಮಿ ಮಹಿಮೆನ್ ಭರಲ್ಲ್ಯಾ ಕುರ್ಪೆ ಸಾಟ್ನಿ ದೆವಾಕ್ ಸ್ತುತಿ ಕರುಂವಾ, ಕಶ್ಯಾಕ್ ಮಟ್ಲ್ಯಾರ್, ತೆನಿ ಅಪ್ನಾಚ್ಯಾ ಅಪುರ್ಬಾಯೆಚ್ಯಾ ಲೆಕಾಚ್ಯಾ ವೈನಾ ಅಮ್ಕಾ ಫುಕೊಟ್ ದೆನೆ ದಿಲ್ಯಾನಾಯ್.