Ephesians 1:7 — Compare Translations
7 translations compared side by side
Odia - 1840
"ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ଥିବା ହତେୁ ଆମ୍ଭେ ତାହାଙ୍କର ରକ୍ତ ମାଧ୍ଯମ ରେ ମୁକ୍ତ ହାଇେଛୁ। ପରମେଶ୍ବରଙ୍କ ବହୁମୂଲ୍ଯ ଅନୁଗ୍ରହ ଦ୍ବାରା ଆମ୍ଭର ପାପରୁ ଆମ୍ଭେ କ୍ଷମା ପାଇପାରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ଅନୁଗ୍ରହରୂପ ନିଧି ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ତାହାଙ୍କ ରକ୍ତ ଦ୍ଵାରା ମୁକ୍ତି, ଅର୍ଥାତ୍, ଅପରାଧସବୁରୁ କ୍ଷମା ପ୍ରାପ୍ତ ହୋଇଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟଙ୍କ ମୃତ୍ୟୁ ଦ୍ୱାରା ଆମେ ମୁକ୍ତି ପାଇଛୁ, ଅର୍ଥାତ୍ ଆମର ସମସ୍ତ ପାପ କ୍ଷମା ହୋଇଅଛି। ଈଶ୍ୱରଙ୍କ ଅନୁଗ୍ରହ କେଡ଼େ ମହାନ୍!
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଥିବା ହେତୁ ଆମ୍ଭେ ତାହାଙ୍କର ରକ୍ତ ମାଧ୍ୟମରେ ମୁକ୍ତ ହୋଇଛୁ। ପରମେଶ୍ୱରଙ୍କ ବହୁମୂଲ୍ୟ ଅନୁଗ୍ରହ ଦ୍ୱାରା ଆମ୍ଭର ପାପରୁ ଆମ୍ଭେ କ୍ଷମା ପାଇପାରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବରଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ଖ୍ରୀଷ୍ଟ ଯୀଶୁଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କ ଠାରେ ତାହାଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಕ್ರಿಸ್ತಾಚ್ಯಾ ರಗ್ತಾಚ್ಯಾ ವೈನಾ ಅಮ್ಕಾ ಸುಟ್ಕಾ ಕರುನ್ ಹೊಲಾ, ತೆ ಕಾಯ್ ಮಟ್ಲ್ಯಾರ್, ಅಮ್ಚಿ ಪಾಪಾ ಮಾಪ್ ಹೊಲಾತ್ ದೆವಾಚಿ ಹಿ ಕುರ್ಪಾ ಲೈ ಮೊಟಿ.