Ephesians 1:8 — Compare Translations
7 translations compared side by side
Odia - 1840
"ପରମେଶ୍ବର ଏହି ଅନୁଗ୍ରହ ପୂର୍ଣ୍ଣ ଭାବରେ ଓ ମୁକ୍ତ ଭାବରେ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଅନୁଗ୍ରହ, ସେ ସମସ୍ତ ପ୍ରକାର ଜ୍ଞାନ ଓ ବୁଦ୍ଧି ଦେଇ ଆମ୍ଭମାନଙ୍କ ପ୍ରତି ପ୍ରଚୁର କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହା ସେ ଆମକୁ ବହୁଳଭାବେ ପ୍ରଦାନ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଏହି ଅନୁଗ୍ରହ ପୂର୍ଣ୍ଣ ଭାବରେ ଓ ମୁକ୍ତ ଭାବରେ ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଅନୁଗ୍ରହ ସେ ସମସ୍ତ ପ୍ରକାର ଜ୍ଞାନ ଓ ବୁଦ୍ଧି ଦେଇ ଆମ୍ଭମାନଙ୍କ ପ୍ରତି ପ୍ରଚୁର କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେହି ଅନୁଗ୍ରହ ସେ ସମସ୍ତ ପ୍ରକାର ଜ୍ଞାନ ଓ ବୁଦ୍ଧି ଦେଇ ଆମ୍ଭମାନଙ୍କ ପ୍ରତି ପ୍ରଚୁର କରିଅଛନ୍ତି।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಿ ತೆನಿ ಅಮ್ಕಾ ಭರ್ಪುರ್ ಮಾಪಾನ್ ದಿಲ್ಯಾನಾಯ್! ಅಪ್ನಾಚ್ಯಾ ಸಗ್ಳ್ಯಾ ಶಾಂತ್ಪಾನಾನ್ ಅನಿ ಸಮ್ಜನಿನ್ ದಿಲ್ಯಾನ್.