Ephesians 1:9 — Compare Translations

7 translations compared side by side

Odia - 1840
"ପରମେଶ୍ବର ନିଜର ପୂର୍ଣ୍ଣ ଜ୍ଞାନ ଓ ବୋଧ ଶକ୍ତି ଦ୍ବାରା ତାହାଙ୍କର ନିଗୂଢ଼ତତ୍ତ୍ବ ଆମ୍ଭକୁ ଜଣାଇଛନ୍ତି। ପରମେଶ୍ବର ଏହା ଚାହୁଁଥିଲେ ଏବଂ ସେ ଏହା ଖ୍ରୀଷ୍ଟଙ୍କ ଦ୍ବାରା କରିବା ପାଇଁ ଯୋଜନା କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୂର୍ବରୁ ସଙ୍କଳ୍ପ କରିଥିବା ଆପଣା ମଙ୍ଗଳମୟ ଇଚ୍ଛାନୁସାରେ ସେ ଆମ୍ଭମାନଙ୍କୁ ଆପଣା ଇଚ୍ଛାର ନିଗୂଢ଼ତତ୍ତ୍ଵ ଜ୍ଞାତ କରାଇ ଅଛନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ତାଙ୍କ ଅସୀମ ଜ୍ଞାନ ଓ ଅନ୍ତର୍ଦୃଷ୍ଟି ଦ୍ୱାରା ଯାହା ସଙ୍କଳ୍ପ କରିଥିଲେ, ତାହା ସାଧନ କରିଛନ୍ତି ଏବଂ ତାହାକୁ ଖ୍ରୀଷ୍ଟଙ୍କ ସାହଚର୍ଯ୍ୟରେ ସମ୍ପୂର୍ଣ୍ଣ କରିବା ପାଇଁ ସେ ଯେଉଁ ଗୁପ୍ତ ପରିକଳ୍ପନା କରିଥିଲେ, ତାହା ଆମ୍ଭମାନଙ୍କ ନିକଟରେ ପ୍ରକାଶ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ନିଜର ପୂର୍ଣ୍ଣ ଜ୍ଞାନ ଓ ବୋଧ ଶକ୍ତି ଦ୍ୱାରା ତାହାଙ୍କର ନିଗୂଢ଼ତତ୍ତ୍ୱ ଆମ୍ଭକୁ ଜଣାଇଛନ୍ତି। ପରମେଶ୍ୱର ଏହା ଗ୍ଭହୁଁଥିଲେ ଏବଂ ସେ ଏହା ଖ୍ରୀଷ୍ଟଙ୍କ ଦ୍ୱାରା କରିବା ପାଇଁ ଯୋଜନା କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୂର୍ବରୁ ସଙ୍କଳ୍ପ କରିଥିବା ଆପଣା ମଙ୍ଗଳମୟ ଇଚ୍ଛାନୁସାରେ ସେ ଆମ୍ଭମାନଙ୍କୁ ଆପଣା ଇଚ୍ଛାର ନିଗୂଢ଼ତତ୍ତ୍ୱ ଜ୍ଞାତ କରାଇଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
ପୁର୍ବରୁ ସଙ୍କଳ୍ପ କରିଥିବା ଆପଣା ମଙ୍ଗଳମୟ ଇଚ୍ଛାନୁସାରେ ସେ ଆମ୍ଭମାନଙ୍କୁ ଆପଣା ଇଚ୍ଛାର ନିଗୂଢ଼ତତ୍ତ୍ୱ ଜ୍ଞାତ କରାଇଅଛନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಅಪ್ನಾಚ್ಯಾ ಉದ್ದೆಶಾ ಪರ್ಕಾರ್ ಕರ್ಲ್ಯಾನ್, ಅನಿ ತೆನಿ ಅದ್ದಿಚ್ ನಿರ್ದಾರ್ ಕರಲ್ಲಿ ಅಪ್ಲಿ ಗುಟ್ಟಾಚಿ ಯೆವ್ಜನ್ ಕ್ರಿಸ್ತಾಚ್ಯಾ ವೈನಾ ಅಮ್ಕಾ ಕಳ್ವುನ್ ದಿಲ್ಯಾನ್.