Ephesians 2:1 — Compare Translations

7 translations compared side by side

Odia - 1840
"ପୂର୍ବରୁ ତୁମ୍ଭର ପାପ ହତେୁ ଓ ପରମେଶ୍ବରଙ୍କୁ ବାଧା ଦେଉଥିବା ଭୁଲ୍ କାର୍ୟ୍ଯ ହତେୁ ତୁମ୍ଭର ଆତ୍ମିକ ଜୀବନ ମୃତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସଂସାରର ଭାବ ଅନୁସାରେ, ପୁଣି ଆକାଶ-ମଣ୍ତଳ ରାଜ୍ୟର ଅଧିପତି,
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କର ଅବାଧ୍ୟତା ଓ ପାପ ହେତୁ ଅତୀତରେ ଆଧ୍ୟାତ୍ମିକଭାବେ ମୃତ ଥିଲ।
Odia Bible ERV 2004 (ପବିତ୍ର ବାଇବଲ)
ମୃତ୍ୟୁରୁ ଜୀବନ ଆଡ଼କୁ ପୂର୍ବରୁ ତୁମ୍ଭର ପାପ ହେତୁ ଓ ପରମେଶ୍ୱରଙ୍କୁ ବାଧା ଦେଉଥିବା ଭୁଲ୍ କାର୍ଯ୍ୟ ହେତୁ ତୁମ୍ଭର ଆତ୍ମିକ ଜୀବନ ମୃତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସଂସାରର ଭାବାନୁସାରେ ପୁଣି, ଆକାଶମଣ୍ଡଳ ରାଜ୍ୟର ଅଧିପତି,
Odia IRV 2017 (ଓଡିଆ ବାଇବେଲ)
ଏହି ସଂସାରର ଭାବାନୁସାରେ ପୁଣି, ଆକାଶମଣ୍ଡଳ ରାଜ୍ୟର ଅଧିପତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾಟಿ ತುಮ್ಚ್ಯಾ ಪಾಪಾಕ್ ಲಾಗುನ್ ಅನಿ ಖಾಯ್ಲ್ ಹೊವ್ನ್ ಚಲಿನಸಲ್ಯಾಕ್ ಲಾಗುನ್ ತುಮಿ ಆತ್ಮಿಕ್ ರಿತಿನ್ ಮರುನ್ ಗೆಲ್ಲ್ಯಾಸಿ.