Ephesians 2:11 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ଅଣଯିହୂଦୀରୂପେ ଜନ୍ମ ଗ୍ରହଣ କରିଥିଲ। ତୁମ୍ଭମାନଙ୍କୁ ଯିହୂଦୀମାନେ ଅସୁନ୍ନତ ବୋଲି କହନ୍ତି। ସମାନେେ ନିଜକୁ ସୁନ୍ନତ281 ବୋଲି କହନ୍ତି। ଏହା ଏକ କାର୍ୟ୍ଯ, ଯାହାକୁ କି ସମାନେେ ନିଜ ଶରୀର ଉପରେ କରିଥାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ତୁମ୍ଭେମାନେ ପୂର୍ବରେ ଯେତେବେଳେ ଶରୀର ସମ୍ଵନ୍ଧରେ ବିଜାତି ଥିଲ ଓ ଶାରୀରିକଭାବେ ହସ୍ତକୃତ ସୁନ୍ନତି ଲୋକମାନଙ୍କ ଦ୍ଵାରା ଅସୁନ୍ନତି ବୋଲି ଖ୍ୟାତ ହେଉଥିଲ,
Odia BSI (ପବିତ୍ର ବାଇବଲ (CL) NT (BSI))
ନିଜର ଅତୀତ ଅବସ୍ଥା ସ୍ମରଣ କର: ଜାତିରେ ତୁମ୍ଭେମାନେ ଅଣଇହୁଦୀ ଥିଲ, ନିଜକୁ “ସୁନ୍ନତ୍” ବୋଲାଉଥିବା ଇହୁଦୀମାନେ ତୁମ୍ଭମାନଙ୍କୁ “ଅସୁନ୍ନତ୍” କହନ୍ତି। (ଏହା କେବଳ ଏକ ଶାରୀରିକ ଅବସ୍ଥାକୁ ବୁଝାଏ।)
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଖ୍ରୀଷ୍ଟଙ୍କଠାରେ ଏକ ହେବା ତୁମ୍ଭେମାନେ ଅଣଯିହୂଦୀରୂପେ ଜନ୍ମ ଗ୍ରହଣ କରିଥିଲ। ତୁମ୍ଭମାନଙ୍କୁ ଯିହୂଦୀମାନେ “ଅସୁନ୍ନତ” ବୋଲି କହନ୍ତି। ସେମାନେ ନିଜକୁ “ସୁନ୍ନତ” ବୋଲି କହନ୍ତି। ଏହା ଏକ କାର୍ଯ୍ୟ, ଯାହାକୁ କି ସେମାନେ ନିଜ ଶରୀର ଉପରେ କରିଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ତୁମ୍ଭେମାନେ ପୂର୍ବରେ ଯେତେବେଳେ ଶରୀର ସମ୍ବନ୍ଧରେ ଅଣଯିହୁଦୀ ଥିଲ ଓ ଶାରୀରିକ ଭାବେ ହସ୍ତକୃତ ସୁନ୍ନତ ଲୋକମାନଙ୍କ ଦ୍ୱାରା ଅସୁନ୍ନତ ବୋଲି ଖ୍ୟାତ ହେଉଥିଲ,
Odia IRV 2017 (ଓଡିଆ ବାଇବେଲ)
ଅତଏବ ତୁମ୍ଭେମାନେ ପୁର୍ବରେ ଯେତେବେଳେ ଶରୀର ସମ୍ବନ୍ଧରେ ଅଣଯିହୂଦୀ ଥିଲ ଓ ଶାରୀରିକ ଭାବେ ହସ୍ତକୃତ ସୁନ୍ନତ ଲୋକମାନଙ୍କ ଦ୍ୱାରା ଅସୁନ୍ନତ ବୋଲି ଖ୍ୟାତ ହେଉଥିଲ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದೆವಾನಿಕ್ನಾ ಸುನ್ನತ್ ಕರುನ್ ಘೆವ್ ನಸಲ್ಲೆ ಮನುನ್ ಬಲ್ವುನ್ ಘೆತಲ್ಯಾ ಜಲ್ಮಿ ಜುದೆವ್ ನ್ಹಯ್ ಹೊವ್ನ್ ಅಸಲ್ಲ್ಯಾನು, ಅಪ್ನಾಕುಚ್ ಸುನ್ನತ್ ಕರ್ಸುನ್ ಘೆಟಲ್ಲೆ ತಸೆ ಮಟ್ಲ್ಯಾರ್ ಘೊವ್ಮಾನ್ಸಾನ್ ಅಪ್ನಾಚ್ಯಾ ಅಂಗಾಕ್ ಕರುನ್ಗೆಟಲ್ಲ್ಯಾ ವಿಶಯಾತ್ ಸಮುಂದ್ ಪಡಲೆ ಹಾಯ್ ಫಾಟಿ ತುಮಿ ಕಾಯ್ ಹೊವ್ನ್ ಹೊತ್ತ್ಯಾಸಿ ಮನುನ್ ಯಾದ್ ಕರಾ.