Ephesians 2:13 — Compare Translations
7 translations compared side by side
Odia - 1840
"ସେତବେେଳେ ତୁମ୍ଭମାନେେ ପରମେଶ୍ବରଙ୍କଠାରୁ ଦୂର ରେ ଥିଲ। କିନ୍ତୁ ଏବେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ବିଶ୍ବାସ ଥିବା ହତେୁ ତୁମ୍ଭେ ତାଙ୍କର ନିକଟବର୍ତ୍ତୀ ହାଇେଛ। ଖ୍ରୀଷ୍ଟଙ୍କର ରକ୍ତ ଦ୍ବାରା ତୁମ୍ଭେ ପରମେଶ୍ବରଙ୍କର ନିକଟତର ହାଇେଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପୂର୍ବେ ଦୂରରେ ଥିଲ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ରକ୍ତ ଦ୍ଵାରା ନିକଟସ୍ଥ ହୋଇଅଛ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏକଦା ଦୂରରେ ଥିଲ; ବର୍ତ୍ତମାନ ଯୀଶୁଙ୍କ ସହିତ ଏକ ହୋଇ ଖ୍ରୀଷ୍ଟଙ୍କ ମୃତ୍ୟୁ ଦ୍ୱାରା ନିକଟବର୍ତ୍ତୀ ହୋଇଅଛ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ତୁମ୍ଭେମାନେ ପରମେଶ୍ୱରଙ୍କଠାରୁ ଦୂରରେ ଥିଲ। କିନ୍ତୁ ଏବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଥିବା ହେତୁ ତୁମ୍ଭେ ତାଙ୍କର ନିକଟବର୍ତ୍ତୀ ହୋଇଛ। ଖ୍ରୀଷ୍ଟଙ୍କର ରକ୍ତ ଦ୍ୱାରା ତୁମ୍ଭେ ପରମେଶ୍ୱରଙ୍କର ନିକଟତର ହୋଇଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପୂର୍ବେ ତୁମ୍ଭେମାନେ ଦୂରରେ ଥିଲ ଯେ, ଏବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ରକ୍ତ ଦ୍ୱାରା ନିକଟସ୍ଥ ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପୂର୍ବେ ତୁମ୍ଭେମାନେ ଦୂରରେ ଥିଲ ଯେ, ଏବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ରକ୍ତ ଦ୍ୱାରା ନିକଟସ୍ଥ ହୋଇଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಅತ್ತಾ ದೆವಾಕ್ನಾ ಧುರ್ ಹೊತ್ತ್ಯಾಕ್ನಿ ತುಮ್ಕಾ ಕ್ರಿಸ್ತಾಚ್ಯಾ ಬಲಿ ಹೊತಲ್ಯಾ ವೈನಾ ಕ್ರಿಸ್ತ್ ಜೆಜುಚ್ಯಾ ಎಕ್ವಟ್ಟಾನ್ ದೆವಾಚ್ಯಾ ಜಗೊಳ್ ಹಾನುನ್ ಹೊಲಾ.