Ephesians 2:15 — Compare Translations
7 translations compared side by side
Odia - 1840
"ୟିହୁଦୀମାନଙ୍କ ବ୍ଯବସ୍ଥା ରେ ଅନକେ ଗୁଡ଼ିଏ ଆଦେଶ ଓ ନିୟମାବଳୀ ଥିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟ ସେ ବ୍ଯବସ୍ଥାଟିକୁ ସମାପ୍ତ କଲେ। ଖ୍ରୀଷ୍ଟଙ୍କ ଉଦ୍ଦେଶ୍ଯ ଥିଲା, ଏହି ଦୁଇଦଳର ଲୋକଙ୍କୁ ଏକାଠି କରି ତାହାଙ୍କଠା ରେ ନୂତନ ଲୋକ କରାଇବା। ଏହା ଦ୍ବାରା ଯୀଶୁ ଯେପରି ଶାନ୍ତି ସ୍ଥାପନ କରିପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ବିଧିବିଧାନଯୁକ୍ତ ଆଜ୍ଞାମୂଳକ ବ୍ୟବସ୍ଥାକୁ ଆପଣା ଶରୀରରେ ରହିତ କରିଅଛନ୍ତି, ଯେପରି ସେ ଶାନ୍ତି ସ୍ଥାପନ କରି ଉଭୟକୁ ଆପଣାଠାରେ ଜଣେ ନୂଆ ଲୋକ ସ୍ଵରୂପେ ସୃଷ୍ଟି କରନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଇହୁଦୀମାନଙ୍କର ସମସ୍ତ ଦଣ୍ଡବିଧାନ ସମ୍ବଳିତ ବ୍ୟବସ୍ଥାକୁ ଉଚ୍ଛେଦ କରି ଇହୁଦୀ ଓ ଅଣଇହୁଦୀ ଜାତିମାନଙ୍କ ମଧ୍ୟରୁ ତାଙ୍କର ସାହଚର୍ଯ୍ୟ ଉପଭୋଗ କରୁଥିବା ଏକ ନୂତନ ମାନବ ଜାତି ସୃଷ୍ଟି କରିଛନ୍ତି। ଏଥିରେ ପୃଥିବୀରେ ଶଶନ୍ତି ସ୍ଥାପିତ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀମାନଙ୍କ ବ୍ୟବସ୍ଥାରେ ଅନେକ ଗୁଡ଼ିଏ ଆଦେଶ ଓ ନିୟମାବଳୀ ଥିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟ ସେ ବ୍ୟବସ୍ଥାଟିକୁ ସମାପ୍ତ କଲେ। ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟ ଥିଲା, ଏହି ଦୁଇଦଳର ଲୋକଙ୍କୁ ଏକାଠି କରି ତାହାଙ୍କଠାରେ ନୂତନ ଲୋକ କରାଇବା। ଏହା ଦ୍ୱାରା ଯୀଶୁ ଯେପରି ଶାନ୍ତି ସ୍ଥାପନ କରି ପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବିଧିବିଧାନଯୁକ୍ତ ଆଜ୍ଞାମୂଳକ ବ୍ୟବସ୍ଥାକୁ ଆପଣା ଶରୀରରେ ରହିତ କରିଅଛନ୍ତି, ଯେପରି ସେ ଶାନ୍ତି ସ୍ଥାପନ କରି ଉଭୟକୁ ଆପଣାଠାରେ ଜଣେ ନୂଆ ଲୋକ ସ୍ୱରୂପେ ସୃଷ୍ଟି କରନ୍ତି,
Odia IRV 2017 (ଓଡିଆ ବାଇବେଲ)
ପୁଣି, ବିଧିବିଧାନଯୁକ୍ତ ଆଜ୍ଞାମୂଳକ ମୋଶାଙ୍କ ବ୍ୟବସ୍ଥାକୁ ଆପଣା ଶରୀରରେ ରହିତ କରିଅଛନ୍ତି, ଯେପରି ସେ ଶାନ୍ତି ସ୍ଥାପନ କରି ଉଭୟକୁ ଆପଣାଠାରେ ଜଣେ ନୂଆ ଲୋକ ସ୍ୱରୂପେ ସୃଷ୍ଟି କରନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಜುದೆವಾಂಚೆ ಖಾಯ್ದೆ ಅನಿ ನಿಯಮಾಕ್ನಿ ಕಡೆಕ್ ಕರ್ತಾ, ಅಸೆ ಅಪ್ನಾಚ್ಯಾ ಎಕ್ವಟ್ಟಾ ವೈನಾ ದೊನ್ ರಿತಿಚ್ಯಾ ಲೊಕಾಂಚ್ಯಾ ಮದ್ದಿ ಸಮಾಧಾನ್ ಹಾನುನ್ ಎಕ್ ನ್ಹವಿ ಲೊಕಾ ಕರ್ತಾ.