Ephesians 2:16 — Compare Translations
7 translations compared side by side
Odia - 1840
"କ୍ରୁଶ ଉପରେ ମୃତ୍ଯୁବରଣ କରି ସେ ଦୁଇ ଦଳ ଭିତ ରେ ଥିବା ଏହି ଘୃଣାକୁ ସମାପ୍ତ କଲେ। ସହେି ଦୁଇଟି ଦଳରୁ ଗୋଟିଏ ଶରୀର ରେ ପରିଣତ କରିବା ପରେ ଖ୍ରୀଷ୍ଟ ସମାନଙ୍କେୁ ପରମେଶ୍ବରଙ୍କ ସହିତ ମିଳିତ କରାଇବା ପାଇଁ ଚାହିଁଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କ୍ରୁଶ ଦ୍ଵାରା ଶତ୍ରୁତା ବିନାଶ କରି ତଦ୍ଦ୍ଵାରା ଉଭୟକୁ ଏକ ଶରୀର ସ୍ଵରୂପ ଗଠନ କରି ଈଶ୍ଵରଙ୍କ ସହିତ ମିଳିତ କରାନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କ୍ରୁଶରେ ତାଙ୍କ ମୃତ୍ୟୁଭୋଗ ଦ୍ୱାରା ଖ୍ରୀଷ୍ଟ ସେହି ଜାତିମାନଙ୍କ ମଧ୍ୟରେ ଥିବା ଶତ୍ରୁତାକୁ ବିଲୋପ କରିଛନ୍ତି; କ୍ରୁଶ ଦ୍ୱାରା ସେ ଉଭୟ ଜାତିକୁ ସମ୍ମିଳିତ କରି ଏକ ଶରୀର ସ୍ୱରୂପ କରିଛନ୍ତି ଏବଂ ଈଶ୍ୱରଙ୍କ ନିକଟକୁ ସେମାନଙ୍କୁ ଫେରାଇ ଆଣିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କ୍ରୁଶ ଉପରେ ମୃତ୍ୟୁବରଣ କରି ସେ ଦୁଇ ଦଳ ଭିତରେ ଥିବା ଏହି ଘୃଣାକୁ ସମାପ୍ତ କଲେ। ସେହି ଦୁଇଟି ଦଳକୁ ଗୋଟିଏ ଶରୀରରେ ପରିଣତ କରିବା ପରେ ଖ୍ରୀଷ୍ଟ ସେମାନଙ୍କୁ ପରମେଶ୍ୱରଙ୍କ ସହିତ ମିଳିତ କରାଇବା ପାଇଁ ଗ୍ଭହିଁଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କ୍ରୁଶ ଦ୍ୱାରା ଶତ୍ରୁତା ବିନାଶ କରି ତଦ୍ୱାରା ଉଭୟକୁ ଏକ ଶରୀର ସ୍ୱରୂପ ଗଠନ କରି ଈଶ୍ବରଙ୍କ ସହିତ ମିଳିତ କରାନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ କ୍ରୁଶ ଦ୍ୱାରା ଶତ୍ରୁତା ବିନାଶ କରି ତଦ୍ୱାରା ଉଭୟକୁ ଏକ ଶରୀର ସ୍ୱରୂପ ଗଠନ କରି ଈଶ୍ୱରଙ୍କ ସହିତ ମିଳିତ କରାନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಪ್ನಾಚ್ಯಾ ಖುರ್ಸಾಚ್ಯಾ ಮರ್ನಾ ವೈನಾ ಕ್ರಿಸ್ತಾನ್ ತೆಂಚ್ಯಾ ಮದ್ದಿ ಹೊತ್ತಿ ದುಶ್ಮನ್ಕಿ ನಾಶ್ ಕರ್ಲ್ಯಾನ್ ಅನಿ ಖುರ್ಸಾಕ್ ಲಾಗುನ್ ತೆನಿ ದೊನ್ ರಿತಿಚ್ಯಾ ಲೊಕಾಕ್ನಿ ಎಕ್ ಆಂಗ್ ಸಾರ್ಕೆ ಕರ್ಲ್ಯಾನ್ ಅನಿ ತೆಂಕಾ ದೆವಾಕ್ಡೆ ಪರ್ತುನ್ ಹಾನ್ಲ್ಯಾನ್.