Ephesians 2:17 — Compare Translations
7 translations compared side by side
Odia - 1840
"ଖ୍ରୀଷ୍ଟ କ୍ରୁଶ ରେ ଆପଣା ମୃତ୍ଯୁ ଦ୍ବାରା ଏହା ସାଧନ କଲେ। ତୁମ୍ଭମାନେେ ଦୂର ରେ ଥିଲ ଯେ, ଖ୍ରୀଷ୍ଟ ଆସି ତୁମ୍ଭମାନଙ୍କ ନିକଟରେ ଶାନ୍ତି ପ୍ରଚାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦୂରରେ ଥିଲ ଯେ ତୁମ୍ଭେମାନେ, ପୁଣି ନିକଟରେ ଥିଲେ ଯେ ସେମାନେ, ଉଭୟଙ୍କ ନିକଟରେ ସେ ଆସି ଶାନ୍ତିର ସୁସମାଚାର ପ୍ରଚାର କଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ସେଥିଲାଗି ଖ୍ରୀଷ୍ଟ ଆସିଥିଲେ ଓ ଈଶ୍ୱରଙ୍କଠାରୁ ଦୂରେଇ ଯାଇଥିବା ଅଣଇହୁଦୀ ଓ ତାଙ୍କ ନିକଟବର୍ତ୍ତୀ ଇହୁଦୀମାନଙ୍କ ମଧ୍ୟରେ ସୁସମାଚାର ଘୋଷଣା କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟ କ୍ରୁଶରେ ଆପଣା ମୃତ୍ୟୁ ଦ୍ୱାରା ଏହା ସାଧନ କଲେ। ତୁମ୍ଭେମାନେ ଦୂରରେ ଥିଲ ଯେ, ଖ୍ରୀଷ୍ଟ ଆସି ତୁମ୍ଭମାନଙ୍କ ନିକଟରେ ଶାନ୍ତି ପ୍ରଗ୍ଭର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେମାନେ ଯେ ଈଶ୍ବରଙ୍କଠାରୁ ଦୂରରେ ଥିଲ, ଉଭୟଙ୍କ ନିକଟରେ ଖ୍ରୀଷ୍ଟ ଆସି ଶାନ୍ତିର ସୁସମାଚାର ପ୍ରଚାର କଲେ;
Odia IRV 2017 (ଓଡିଆ ବାଇବେଲ)
ଆଉ ଦୂରରେ ଥିଲ ଯେ ତୁମ୍ଭେମାନେ, ଉଭୟଙ୍କ ନିକଟରେ ସେ ଆସି ଶାନ୍ତିର ସୁସମାଚାର ପ୍ରଚାର କଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಕ್ನಾ ಧುರ್ ಹೊತ್ತ್ಯಾ ಜುದೆವ್ ನ್ಹಯ್ ಹೊತ್ತ್ಯಾನು ತುಮ್ಕಾ ಅನಿ ದೆವಾಕ್ಡೆ ಜಗೊಳ್ ಹೊತ್ತ್ಯಾ ಜುದೆವಾನು ತುಮ್ಕಾ ಸಗ್ಳ್ಯಾಕ್ನಿ ಕ್ರಿಸ್ತಾನ್ ಯೆವ್ನ್ ಸಮಾಧಾನಾಚಿ ಬರಿ ಖಬರ್ ಪರ್ಗಟ್ ಕರ್ಲ್ಯಾನ್.