Ephesians 2:18 — Compare Translations
7 translations compared side by side
Odia - 1840
"କାରଣ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ହିଁ, ଏକ ଆତ୍ମା ହାଇେ ପରମପିତା ପାଖକୁ ୟିବାର ଅଧିକାର ଆମ୍ଭକୁ ମିଳିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତାହାଙ୍କ ଦେଇ ଆମ୍ଭେମାନେ ଉଭୟ ଏକ ଆତ୍ମାଙ୍କ ଦ୍ଵାରା ପିତାଙ୍କ ନିକଟକୁ ଯିବା ପାଇଁ ପଥ ପାଇଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟଙ୍କ ଦ୍ୱାରା ହିଁ ଇହୁଦୀ ଓ ଅଣଇହୁଦୀ ସମସ୍ତେ ଏକ ଆତ୍ମାରେ ପିତାଙ୍କ ସମ୍ମୁଖକୁ ଆସିବା ପାଇଁ ସକ୍ଷମ ହୋଇଛୁ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଖ୍ରୀଷ୍ଟଙ୍କ ମାଧ୍ୟମରେ ହିଁ, ଏକ ଆତ୍ମା ହୋଇ ପରମପିତା ପାଖକୁ ଯିବାର ଅଧିକାର ଆମ୍ଭକୁ ମିଳିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତାହାଙ୍କ ଦେଇ ଆମ୍ଭେମାନେ ଉଭୟ ଏକ ଆତ୍ମାଙ୍କ ଦ୍ୱାରା ପିତାଙ୍କ ନିକଟକୁ ଯିବା ପାଇଁ ପଥ ପାଇଅଛୁ।
Odia IRV 2017 (ଓଡିଆ ବାଇବେଲ)
କାରଣ ତାହାଙ୍କ ଦେଇ ଆମ୍ଭେମାନେ ଉଭୟ ଏକ ଆତ୍ମାଙ୍କ ଦ୍ୱାରା ପିତାଙ୍କ ନିକଟକୁ ଯିବା ପାଇଁ ପଥ ପାଇଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕ್ರಿಸ್ತಾಚ್ಯಾ ವಾಂಗ್ಡಾ ಜುದೆವಾ ಅನಿ ಜುದೆವ್ ನ್ಹಯ್ ಅಸಲ್ಲೆ ಅಮಿ ಸಗ್ಳೆ ಜಾನಾ ಎಕ್ ಆತ್ಮ್ಯಾಕ್ಡೆ ಅನಿ ದೆವ್ ಬಾಬಾಚ್ಯಾ ಇದ್ರಾಕ್ ಯೆಯ್ ಸಾರ್ಕೆ ಹೊಲೆ.