Ephesians 2:19 — Compare Translations

7 translations compared side by side

Odia - 1840
"ଅତଏବ ତୁମ୍ଭମାନେେ ଏବେ ବିଦେଶୀ ଅବା ଅପରିଚିତ ବ୍ଯକ୍ତି ନୁହଁ ମାତ୍ର ତୁମ୍ଭେ ପରମେଶ୍ବରଙ୍କ ପବିତ୍ର ଲୋକଙ୍କ ସହିତ ସହନାଗରିକ ଓ ପରମେଶ୍ବରଙ୍କ ନିଜ ପରିବାରର ଲୋକ ଅଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ତୁମ୍ଭେମାନେ ଆଉ ବିଦେଶୀ ବା ପ୍ରବାସୀ ନୁହଁ, କିନ୍ତୁ ସାଧୁମାନଙ୍କ ସହିତ ସହନାଗରିକ ଓ ଈଶ୍ଵରଙ୍କ ପରିବାରଭୁକ୍ତ ଅଟ;
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ହେ ଅଣଇହୁଦୀମାନେ, ତୁମେ ଆଉ ବିଦେଶୀ କିମ୍ବା ପ୍ରବାସୀ ନୁହଁ, ବର୍ତ୍ତମାନ ଈଶ୍ୱରଙ୍କ ଲୋକମାନଙ୍କ ସହିତ ତୁମ୍ଭେମାନେ ମଧ୍ୟ ତାଙ୍କ ରାଜ୍ୟର ନାଗରିକ ଓ ତାଙ୍କ ପରିବାରଭୁକ୍ତ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ତୁମ୍ଭେମାନେ ଏବେ ବିଦେଶୀ ଅବା ଅପରିଚିତ ବ୍ୟକ୍ତି ନୁହଁ ମାତ୍ର ତୁମ୍ଭେ ପରମେଶ୍ୱରଙ୍କ ପବିତ୍ର ଲୋକଙ୍କ ସହିତ ସହନାଗରିକ ଓ ପରମେଶ୍ୱରଙ୍କ ନିଜ ପରିବାରର ଲୋକ ଅଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ତୁମ୍ଭେମାନେ ଆଉ ବିଦେଶୀ ବା ପ୍ରବାସୀ ନୁହଁ, କିନ୍ତୁ ସାଧୁମାନଙ୍କ ସହିତ ସହନାଗରିକ ଓ ଈଶ୍ବରଙ୍କ ପରିବାରଭୁକ୍ତ ଅଟ;
Odia IRV 2017 (ଓଡିଆ ବାଇବେଲ)
ଅତଏବ ତୁମ୍ଭେମାନେ ଆଉ ବିଦେଶୀ ବା ପ୍ରବାସୀ ନୁହଁ, କିନ୍ତୁ ସାଧୁମାନଙ୍କ ସହିତ ସହନାଗରିକ ଓ ଈଶ୍ୱରଙ୍କ ପରିବାରଭୁକ୍ତ ଅଟ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ರಾತಾನಾ ತುಮಿ ಜುದೆವ್ ನ್ಹಯ್ ಅಸಲ್ಲ್ಯಾನು ಅನಿ ಫಿಡೆ ತುಮಿ ದುಸ್ರ್ಯಾ ದೆಶ್ಯಾಚೆ ನಾ ಹೊಲ್ಯಾರ್ ವಳಕ್ ನಸಲ್ಲಿ ಲೊಕಾ ನ್ಹಯ್; ತುಮಿ ಅತ್ತಾ ಎಕುಚ್ ದೆಶಾಚೆ ಅನಿ ದೆವಾಚ್ಯಾ ಘರಾನಾಚಿ ಲೊಕಾ ಹೊವ್ನ್ ಹಾಸಿ.