Ephesians 2:20 — Compare Translations
7 translations compared side by side
Odia - 1840
"ପ୍ ରରେିତ ଓ ଭବିଷ୍ଯଦ୍ବକ୍ତାମାନଙ୍କ ମୂଳଦୁଆ ଉପରେ ତୁମ୍ଭେ ନିଜେ ଏକ ଭବନ ହାଇେ ଠିଆ ହାଇେଛ। ପରମେଶ୍ବର ତା'ର ମାଲିକ ଅଟନ୍ତି। ଖ୍ରୀଷ୍ଟ ଯୀଶୁ ସହେି ଭବନର କଣର ପ୍ରଧାନ ପଥର ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ପ୍ରେରିତ ଓ ଭାବବାଦୀମାନଙ୍କର ଭିତ୍ତିମୂଳ ଉପରେ ନିର୍ମିତ ହୋଇଅଛ, ଖ୍ରୀଷ୍ଟ ଯୀଶୁ ସ୍ଵୟଂ ସେଥିର କୋଣର ପ୍ରଧାନ ପ୍ରସ୍ତର;
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ମଧ୍ୟ ପ୍ରେରିତ ଶିଷ୍ୟ ଓ ଭାବବାଦୀମାନଙ୍କ ଦ୍ୱାରା ସ୍ଥାପିତ ଭିତ୍ତିମୂଳ ଉପରେ ନିର୍ମିତ ଗୃହ ସଦୃଶ। ସେହି ଗୃହର କୋଣ ପ୍ରସ୍ତର ସ୍ୱୟଂ ଯୀଶୁ ଖ୍ରୀଷ୍ଟ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରେରିତ ଓ ଭବିଷ୍ୟଦ୍ବକ୍ତାମାନଙ୍କ ମୂଳଦୁଆ ଉପରେ ତୁମ୍ଭେ ନିଜେ ଏକ ଭବନ ହୋଇ ଠିଆ ହୋଇଛ। ପରମେଶ୍ୱର ତା’ର ମାଲିକ ଅଟନ୍ତି। ଖ୍ରୀଷ୍ଟ ଯୀଶୁ ସେହି ଭବନର କୋଣର ପ୍ରଧାନ ପଥର ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ପ୍ରେରିତ ଓ ଭାବବାଦୀମାନଙ୍କର ଭିତ୍ତିମୂଳ ଉପରେ ନିର୍ମିତ ହୋଇଅଛ, ଖ୍ରୀଷ୍ଟ ଯୀଶୁ ସ୍ୱୟଂ ସେଥିର କୋଣର ପ୍ରଧାନ ପ୍ରସ୍ତର;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ପ୍ରେରିତ ଓ ଭାବବାଦୀମାନଙ୍କର ଭିତ୍ତିମୂଳ ଉପରେ ନିର୍ମିତ ହୋଇଅଛ, ଖ୍ରୀଷ୍ଟ ଯୀଶୁ ସ୍ୱୟଂ ସେହି କୋଣର ପ୍ରଧାନ ପ୍ରସ୍ତର;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಕಾಬಿ ಅಪೊಸ್ತಲಾನಿ ಅನಿ ಪ್ರವಾದಿಯಾನಿ ಘಾಟಲ್ಲ್ಯಾ ಪಾಯಾ ವೈರ್ ಕ್ರಿಸ್ತ್ ಜೆಜುಕ್ ಮಹತ್ವಾಚೊ ಗುಂಡೊ ಕರುನ್ ಭಾಂದೆಲೆ ಹಾಯ್.