Ephesians 2:21 — Compare Translations

7 translations compared side by side

Odia - 1840
"ସମ୍ପୂର୍ଣ୍ଣ ଭବନଟି ଖ୍ରୀଷ୍ଟଙ୍କଠା ରେ ପରସ୍ପର ସହିତ ସଂୟୁକ୍ତ ହାଇେ ନିର୍ମାଣ ହାଇେଛି। ଖ୍ରୀଷ୍ଟ ସେ ଭବନକୁ ପ୍ରଭୁଙ୍କଠା ରେ ଗୋଟିଏ ପବିତ୍ର ମନ୍ଦିର ହବୋ ପାଇଁ ବୃଦ୍ଧି କରାଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କଠାରେ ପ୍ରତ୍ୟେକ ଗୃହ ଏକତ୍ର ସଂଲଗ୍ନ ହୋଇ ପ୍ରଭୁଙ୍କଠାରେ ଗୋଟିଏ ପବିତ୍ର ମନ୍ଦିର ସ୍ଵରୂପେ ବୃଦ୍ଧି ପାଉଅଛି;
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି କେବଳ ଏହି ଗୃହକୁ ସନ୍ନିକଟ କରି ରଖନ୍ତି ଏବଂ ପ୍ରଭୁଙ୍କର ନିମନ୍ତେ ଏକ ଉତ୍ସର୍ଗିତ ପବିତ୍ର ମନ୍ଦିର ରୂପେ ସମୃଦ୍ଧ କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସମ୍ପୂର୍ଣ୍ଣ ଭବନଟି ଖ୍ରୀଷ୍ଟଙ୍କଠାରେ ପରସ୍ପର ସହିତ ସଂଯୁକ୍ତ ହୋଇ ନିର୍ମାଣ ହୋଇଛି। ଖ୍ରୀଷ୍ଟ ସେ ଭବନକୁ ପ୍ରଭୁଙ୍କଠାରେ ଗୋଟିଏ ପବିତ୍ର ମନ୍ଦିର ହେବା ପାଇଁ ବୃଦ୍ଧି କରାଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କଠାରେ ପ୍ରତ୍ୟେକ ଗୃହ ଏକତ୍ର ସଂଲଗ୍ନ ହୋଇ ପ୍ରଭୁଙ୍କଠାରେ ଗୋଟିଏ ପବିତ୍ର ମନ୍ଦିର ସ୍ୱରୂପେ ବୃଦ୍ଧି ପାଉଅଛି;
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କଠାରେ ପ୍ରତ୍ୟେକ ଗୃହ ଏକତ୍ର ସଂଲଗ୍ନ ହୋଇ ପ୍ରଭୁଙ୍କଠାରେ ଗୋଟିଏ ପବିତ୍ର ମନ୍ଦିର ସ୍ୱରୂପେ ବୃଦ୍ଧି ପାଉଅଛି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳ್ಯಾ ಬಾಂದ್ಪಾಕ್ ಘಟ್ ಧರುನ್ಗೆವ್ನ್ ರಾತಲೊ ತೊಚ್ ಅನಿ ತೆ ಧನಿಯಾಕ್ ಒಪ್ಸುನ್ ದಿಲ್ಲೆ ಎಕ್ ಪವಿತ್ರ್ ಮಂದಿರ್ ಹೊವ್ನ್ ವಾಡ್ತಾ.