Ephesians 2:22 — Compare Translations
7 translations compared side by side
Odia - 1840
"ଯୀଶୁ ଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନେେ ଅନ୍ୟମାନଙ୍କ ସହିତ ଏକତ୍ର ନିର୍ମିତ ହେଉଅଛ। ତୁମ୍ଭମାନେେ ଏପରି ଗୋଟିଏ ମନ୍ଦିର ରୂପେ ନିର୍ମିତ ହେଉଛ, ଯେଉଁଠା ରେ ଆତ୍ମାଙ୍କ ମାଧ୍ଯମ ରେ ପରମେଶ୍ବର ବାସ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କଠାରେ ତୁମ୍ଭେମାନେ ମଧ୍ୟ ଈଶ୍ଵରଙ୍କ ଆତ୍ମିକ ନିବାସ ନିମନ୍ତେ ଏକତ୍ର ନିର୍ମିତ ହେଉଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାଙ୍କ ସାହଚର୍ଯ୍ୟରେ ତୁମ୍ଭେମାନେ ମଧ୍ୟ ଅନ୍ୟ ସମସ୍ତଙ୍କ ସହିତ ଆତ୍ମାରୂପୀ ଈଶ୍ୱରଙ୍କ ଅଧିଷ୍ଠାନ ନିମନ୍ତେ ଏକ ଆବାସ ସ୍ୱରୂପ ନିର୍ମିତ ହୋଇଅଛ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭେମାନେ ଅନ୍ୟମାନଙ୍କ ସହିତ ଏକତ୍ର ନିର୍ମିତ ହେଉଅଛ। ତୁମ୍ଭେମାନେ ଏପରି ଗୋଟିଏ ମନ୍ଦିର ରୂପେ ନିର୍ମିତ ହେଉଛ, ଯେଉଁଠାରେ ଆତ୍ମାଙ୍କ ମାଧ୍ୟମରେ ପରମେଶ୍ୱର ବାସ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କଠାରେ ତୁମ୍ଭେମାନେ ମଧ୍ୟ ଈଶ୍ବରଙ୍କ ଆତ୍ମାଙ୍କ ନିବାସ ନିମନ୍ତେ ଏକତ୍ର ନିର୍ମିତ ହେଉଅଛ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କଠାରେ ତୁମ୍ଭେମାନେ ମଧ୍ୟ ଈଶ୍ୱରଙ୍କ ଆତ୍ମିକ ନିବାସ ନିମନ୍ତେ ଏକତ୍ର ନିର୍ମିତ ହେଉଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೆಚ್ಯಾ ಎಕ್ವಟ್ಟಾ ವೈನಾ ತುಮ್ಕಾಬಿ ಎಕ್ ಕರುನ್ ಅಪ್ನಾಚ್ಯಾ ಪವಿತ್ರ್ ಆತ್ಮ್ಯಾಚ್ಯಾ ವೈನಾ ದೆವ್ ವಸ್ತಿ ಕರ್ತಲೊ ಜಾಗೊ ಕರುನ್ ಹೊವ್ಲಾ.