Ephesians 2:3 — Compare Translations

7 translations compared side by side

Odia - 1840
"ଅତୀତ ରେ ଆମ୍ଭେ ସମସ୍ତେ ସହେିଭଳି ଜୀବନଯାପନ କରୁଥିଲୁ। ଆମ୍ଭେ ଆମ୍ଭର ପାପଭରା ମନୋଭାବର କାମନା ସବୁ ପୂରଣ କରିବା ରେ ଚେଷ୍ଟିତ ଥିଲୁ। ଯାହା ଆମ୍ଭ ଦହେ ଚାହୁଁଥିଲା ଓ ମନ ଭାବୁଥିଲା, ସହେି କାର୍ୟ୍ଯ କରୁଥିଲୁ। ଆମ୍ଭେ ମନ୍ ଦଲୋକ ଥିଲୁ। ଆମ୍ଭର ପାପପୂର୍ଣ୍ଣ ଜୀବନ ଲାଗି ଆମ୍ଭମାନେେ ଅନ୍ୟମାନଙ୍କ ପରି ପରମେଶ୍ବରଙ୍କ କୋର୍ଧର ପାତ୍ର ହାଇେ ଦଣ୍ଡ ଭୋଗ କରିଥାନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଅନାଜ୍ଞାବହ ସନ୍ତାନମାନଙ୍କ ସହିତ ଆମ୍ଭେମାନେ ସମସ୍ତେ ମଧ୍ୟ ଏକ ସମୟରେ ଆମ୍ଭମାନଙ୍କ ଶାରୀରିକ ଅଭିଳାଷ ଅନୁସାରେ ଜୀବନ ଯାପନ କରି ଶାରୀରିକ ଓ ମାନସିକ କାମନା ପୂର୍ଣ୍ଣ କରୁଥିଲୁ, ପୁଣି ଅନ୍ୟମାନଙ୍କ ପରି ସୁଦ୍ଧା ସ୍ଵଭାବତଃ କ୍ରୋଧର ପାତ୍ର ଥିଲୁ;
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରକୃତରେ ଆମେ ସମସ୍ତେ ସେମାନଙ୍କ ପରି ଥିଲୁ ଏବଂ ଶରୀର ଓ ମନର ଅଭିଳାଷକୁ ଚରିତାର୍ଥ କରି ଜୀବନ ଯାପନ କରୁଥିଲୁ। ସ୍ୱଭାବତଃ, ଅନ୍ୟମାନଙ୍କ ପରି ଆମେ ମଧ୍ୟ ଈଶ୍ୱରଙ୍କ କ୍ରୋଧର ପରିଣାମ ଭୋଗ କରିବାକୁ ଯାଉଥିଲୁ।
Odia Bible ERV 2004 (ପବିତ୍ର ବାଇବଲ)
ଅତୀତରେ ଆମ୍ଭେ ସମସ୍ତେ ସେହିଭଳି ଜୀବନଯାପନ କରୁଥିଲୁ। ଆମ୍ଭେ ଆମ୍ଭର ପାପଭରା ମନୋଭାବର କାମନା ସବୁ ପୂରଣ କରିବାରେ ଚେଷ୍ଟିତ ଥିଲୁ। ଯାହା ଆମ୍ଭ ଦେହ ଗ୍ଭହୁଁଥିଲା ଓ ମନ ଭାବୁଥିଲା, ସେହି କାର୍ଯ୍ୟ କରୁଥିଲୁ। ଆମ୍ଭେ ମନ୍ଦଲୋକ ଥିଲୁ। ଆମ୍ଭର ପାପପୂର୍ଣ୍ଣ ଜୀବନ ଲାଗି ଆମ୍ଭେମାନେ ଅନ୍ୟମାନଙ୍କ ପରି ପରମେଶ୍ୱରଙ୍କ କ୍ରୋଧର ପାତ୍ର ହୋଇ ଦଣ୍ଡ ଭୋଗ କରିଥା’ନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଅନାଜ୍ଞାବହ ସନ୍ତାନମାନଙ୍କ ସହିତ ଆମ୍ଭେମାନେ ସମସ୍ତେ ମଧ୍ୟ ଏକ ସମୟରେ ଆମ୍ଭମାନଙ୍କ ଶାରୀରିକ ଅଭିଳାଷ ଅନୁସାରେ ଜୀବନଯାପନ କରି ଶାରୀରିକ ଓ ମନର କାମନା ପୂର୍ଣ୍ଣ କରୁଥିଲୁ, ପୁଣି, ଅନ୍ୟମାନଙ୍କ ପରି ସୁଦ୍ଧା ସ୍ୱଭାବତଃ କ୍ରୋଧର ପାତ୍ର ଥିଲୁ;
Odia IRV 2017 (ଓଡିଆ ବାଇବେଲ)
ସେହି ଅନାଜ୍ଞାବହ ସନ୍ତାନମାନଙ୍କ ସହିତ ଆମ୍ଭେମାନେ ସମସ୍ତେ ମଧ୍ୟ ଏକ ସମୟରେ ଆମ୍ଭମାନଙ୍କ ଶାରୀରିକ ଅଭିଲାଷ ଅନୁସାରେ ଜୀବନ ଯାପନ କରି ଶାରୀରିକ ଓ ମନର କାମନା ପୂର୍ଣ୍ଣ କରୁଥିଲୁ, ପୁଣି, ଅନ୍ୟମାନଙ୍କ ପରି ସୁଦ୍ଧା ସ୍ୱଭାବତଃ କ୍ରୋଧର ପାତ୍ର ଥିଲୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅದ್ದಿ ಅಮಿ ಸಗ್ಳ್ಯೆಬಿ ತ್ಯಾ ಲೊಕಾಂಚ್ಯಾ ಸಾರ್ಕೆಚ್ ಅಮ್ಚ್ಯಾ ಸ್ವಾಭಾವಿಕ್ ಆಶ್ಯಾ ಸಾರ್ಕೆ ಚಲುಲಾಗಲಾಂವ್, ಅಮ್ಚ್ಯಾ ಮನಾನ್ ಅನಿ ಆಂಗಾಕ್ ಕಾಯ್ ಪಾಜೆ ಹೊಲ್ಲೆ ಹಾಯ್ ತೆ ಕರುಲಾಗಲಾಂವ್, ಅಮ್ಚ್ಯಾ ತ್ಯಾ ಸ್ವಾಭಾವಿಕ್ ಹಂತಾಕ್ ಅಮಿ ಸಗ್ಳ್ಯಾಂಚ್ಯಾ ಸಾರ್ಕೆ ದೆವಾಚ್ಯಾ ರಾಗಾತ್ ಪಡಲೆ ಹೊತ್ತಾಂವ್.