Ephesians 2:5 — Compare Translations

6 translations compared side by side

Odia - 1840
"ସେ ସମୟରେ ଆମ୍ଭେ ପରମେଶ୍ବରଙ୍କ ଇଚ୍ଛା ବିରୁଦ୍ଧ ରେ ଆଚରଣ କରୁଥିବାରୁ ଆତ୍ମିକ ଭାବରେ ମୃତ ଥିଲୁ। କିନ୍ତୁ ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ହତେୁ ସେ ଆମ୍ଭକୁ ନୂତନ ଜୀବନ ପ୍ରଦାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ସଜୀବ କରିଅଛନ୍ତି- ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ-
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ଆମ୍ଭେ ପରମେଶ୍ୱରଙ୍କ ଇଚ୍ଛା ବିରୁଦ୍ଧରେ ଆଚରଣ କରୁଥିବାରୁ ଆତ୍ମିକ ଭାବରେ ମୃତ ଥିଲୁ। କିନ୍ତୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ସେ ଆମ୍ଭକୁ ନୂତନ ଜୀବନ ପ୍ରଦାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ଜୀବିତ କରିଅଛନ୍ତି, ଏଣୁ ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାଙ୍କ ସହିତ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ୱର୍ଗରେ ଉପବେଶନ କରାଇଅଛନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಖಾಯ್ಲ್ ಹೊವ್ನ್ ಚಲಿನಸಲ್ಲ್ಯಾಕ್ ಲಾಗುನ್ ಆತ್ಮಿಕ್ ರಿತಿನ್ ಮರುನ್ ಗೆಲ್ಲಾಂವ್, ತನ್ನಾ ತೆನಿ ಕ್ರಿಸ್ತಾಚ್ಯಾ ವಾಂಗ್ಡಾ ಅಮ್ಕಾ ಝಿತ್ತೆ ಕರ್ಲ್ಯಾನ್ ಹೆ ತುಮಿ ಬಚಾವ್ ಹೊಲ್ಲೆ ದೆವಾಚ್ಯಾ ಕುರ್ಪೆ ವೈನಾಚ್.