Ephesians 2:6 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କ ଅନୁଗ୍ରହ ହତେୁ ତୁମ୍ଭମାନେେ ପରିତ୍ରାଣ ପାଇଅଛ। ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବାରୁ ପରମେଶ୍ବର ଆମ୍ଭକୁ ଖ୍ରୀଷ୍ଟଙ୍କ ସହିତ ପୁନରୁଥିତ କଲେ ଓ ତାହାଙ୍କ ସହିତ ସ୍ବର୍ଗୀୟ ସ୍ଥାନ ରେ ବସାଇ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାହାଙ୍କ ସହିତ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ଵର୍ଗରେ ଉପବେଶନ କରାଇ ଅଛନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟ ଯୀଶୁଙ୍କ ସହିତ ଏକ ହେବା ଦ୍ୱାରା ତାଙ୍କ ସହିତ ସ୍ୱର୍ଗରେ କର୍ତ୍ତୃତ୍ୱ କରିବା ପାଇଁ ସେ ଆମ୍ଭମାନଙ୍କୁ ମଧ୍ୟ ଉତ୍ଥିତ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଅନୁଗ୍ରହ ହେତୁ ତୁମ୍ଭେମାନେ ପରିତ୍ରାଣ ପାଇଅଛ। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବାରୁ ପରମେଶ୍ୱର ଆମ୍ଭକୁ ଖ୍ରୀଷ୍ଟଙ୍କ ସହିତ ପୁନରୁ‌ତ୍‌‌ଥିତ କଲେ ଓ ତାହାଙ୍କ ସହିତ ସ୍ୱର୍ଗୀୟ ସ୍ଥାନରେ ବସାଇ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାଙ୍କ ସହିତ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ୱର୍ଗରେ ଉପବେଶନ କରାଇଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
ଯେପରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ୱର୍ଗରେ ଉପବେଶନ କରାଇଅଛନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾ ವಾಂಗ್ಡಾ ಸರ್ಗಾಚ್ಯಾ ರಾಜಾಕ್ ಅಧಿಕಾರ್ ಚಾಲ್ವು ಸಾಟ್ನಿ ಕ್ರಿಸ್ತ್ ಜೆಜುಚ್ಯಾ ಎಕ್ವಟ್ಟಾ ವೈನಾ ದೆವಾನ್ ಅಮ್ಕಾ ತೆಚ್ಯಾ ವಾಂಗ್ಡಾ ಝಿತ್ತೆ ಕರುನ್ ಉಟ್ವುಲ್ಯಾನ್.