Ephesians 2:7 — Compare Translations
7 translations compared side by side
Odia - 1840
"ଭବିଷ୍ଯତ ରେ ତାହାଙ୍କ କୃପାର ମହାନ୍ ସମ୍ପଦକୁ ଆମ୍ଭକୁ ଦଖାଇବୋ ପାଇଁ ପରମେଶ୍ବର ଏପରି କଲେ। ଖ୍ରୀଷ୍ଟ ଯୀଶୁଙ୍କ ଦ୍ବାରା ଆମ୍ଭ ପ୍ରତି ପରମେଶ୍ବର ତାହାଙ୍କର ଏହି ଅନୁଗ୍ରହ ପ୍ରକାଶ କଲେ। ଏହି ଅନୁଗ୍ରହ ଦ୍ବାରା ତୁମ୍ଭେ ଉଦ୍ଧାର ପାଇଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଖ୍ରୀଷ୍ଟ ଯୀଶୁଙ୍କଠାରେ ସେ ଆମ୍ଭମାନଙ୍କ ପ୍ରତି କରୁଣା କରି ଆଗାମୀ ଯୁଗରେ ଆପଣା ଅନୁଗ୍ରହର ଅତ୍ୟଧିକ ଧନ ପ୍ରକାଶ କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଖ୍ରୀଷ୍ଟଙ୍କଠାରେ ପ୍ରଦର୍ଶିତ ପ୍ରେମରେ ତାଙ୍କ ଅନୁଗ୍ରହର ଅସାଧାରଣ ମହତ୍ତ୍ୱ ଯୁଗେ ଯୁଗେ ପ୍ରତିପାଦିତ କରିବା ପାଇଁ ଈଶ୍ୱର ଏହା କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଭବିଷ୍ୟତରେ ତାହାଙ୍କ କୃପାର ମହାନ୍ ସମ୍ପଦକୁ ଆମ୍ଭକୁ ଦେଖାଇବା ପାଇଁ ପରମେଶ୍ୱର ଏପରି କଲେ। ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଆମ୍ଭ ପ୍ରତି ପରମେଶ୍ୱର ତାହାଙ୍କର ଏହି ଅନୁଗ୍ରହ ପ୍ରକାଶ କଲେ। ଏହି ଅନୁଗ୍ରହ ଦ୍ୱାରା ତୁମ୍ଭେ ଉଦ୍ଧାର ପାଇଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଖ୍ରୀଷ୍ଟ ଯୀଶୁଙ୍କଠାରେ ସେ ଆମ୍ଭମାନଙ୍କ ପ୍ରତି କରୁଣା କରି ଆଗାମୀ ଯୁଗରେ ଆପଣା ଅନୁଗ୍ରହର ଅତ୍ୟଧିକ ଧନ ପ୍ରକାଶ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ସେ ଆମ୍ଭମାନଙ୍କ ପ୍ରତି କରୁଣା କରି ଆଗାମୀ ଯୁଗରେ ଆପଣା ଅନୁଗ୍ରହର ଅତ୍ୟଧିକ ଧନ ପ୍ରକାଶ କରନ୍ତି।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಅಮ್ಕಾ ಕ್ರಿಸ್ತಾ ಜೆಜುಚ್ಯಾ ವೈನಾ ಹ್ಯಾ ಕಾಲಾರ್ ಅನಿ ಸಗ್ಳ್ಯಾ ಕಾಲಾರ್ ಯೆತಲ್ಯಾ ತೆಚ್ಯಾ ಸಾಂಗುಕ್ ಹೊಯ್ನಾ ತಸ್ಲ್ಯಾ ಮೊಟ್ಯಾಪಾನಾಚಿ ತೆಚಿ ಕುರ್ಪಾ ಅನಿ ಪ್ರೆಮ್ ದಾಕ್ವುನ್ ದಿವ್ ಸಾಟ್ನಿ ತೆನಿ ಅಸೆ ಕರ್ಲ್ಯಾನ್.