Ephesians 2:8 — Compare Translations

7 translations compared side by side

Odia - 1840
"ତୁମ୍ଭେ ସହେି ଅନୁଗ୍ରହ ତୁମ୍ଭର ବିଶ୍ବାସ ବଳ ରେ ପାଇଛ। ତୁମ୍ଭେ ନିଜକୁ ଉଦ୍ଧାର କରି ନାହଁ, ବରଂ ଏହା ତୁମ୍ଭ ପ୍ରତି ପରମେଶ୍ବରଙ୍କ ଦାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଅନୁଗ୍ରହରେ ବିଶ୍ଵାସ ଦ୍ଵାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଈଶ୍ଵରଙ୍କ ଦାନ,
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଈଶ୍ୱରଙ୍କ ଅନୁଗ୍ରହ ହେତୁ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଛ। ଏହା ତୁମ ନିଜ ପ୍ରଚେଷ୍ଟାର ଫଳ ନୁହେଁ, ମାତ୍ର ଈଶ୍ୱରଙ୍କ ଦାନ ଅଟେ। ତେଣୁ ଏ ବିଷୟରେ କେହି ଦର୍ପ କରିପାରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସେହି ଅନୁଗ୍ରହ ତୁମ୍ଭର ବିଶ୍ୱାସ ବଳରେ ପାଇଛ। ତୁମ୍ଭେ ନିଜକୁ ଉଦ୍ଧାର କରି ନାହଁ, ବରଂ ଏହା ତୁମ୍ଭ ପ୍ରତି ପରମେଶ୍ୱରଙ୍କ ଦାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଅନୁଗ୍ରହରେ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଈଶ୍ବରଙ୍କ ଦାନ,
Odia IRV 2017 (ଓଡିଆ ବାଇବେଲ)
କାରଣ ଅନୁଗ୍ରହରେ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଈଶ୍ୱରଙ୍କ ଦାନ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ದೆವಾಚ್ಯಾ ಕುರ್ಪೆಕ್ ಲಾಗುನ್ ವಿಶ್ವಾಸಾಚ್ಯಾ ವೈನಾ ತುಮಿ ಬಚಾವ್ ಹೊಲ್ಯಾಸಿ ಹೆ ತುಮ್ಚ್ಯಾ ಸ್ವತಾಚ್ಯಾ ಬಳಾನ್ ನ್ಹಯ್, ಖರೆ ಹೆ ಎಕ್ ದೆವಾಚೆ ದೆನೆ ಹೊವ್ನ್ ಹಾಯ್, ತಸೆ ಮನುನ್ ಕೊನ್ಬಿ ತೆಚ್ಯಾ ವಿಶಯಾತ್ ಮೊಟೆಪಾನ್ ಬೊಲುಕ್ ಹೊಯ್ನಾ.