Ephesians 2:9 — Compare Translations
6 translations compared side by side
Odia - 1840
"ତୁମ୍ଭେ ନିଜ କର୍ମ ଦ୍ବାରା ଉଦ୍ଧାର ପାଇ ନାହଁ। ଯେପରି କୌଣସି ଲୋକ ଆପେ ଉଦ୍ଧାର ପାଇଅଛି ବୋଲି ଗର୍ବ ନ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କ୍ରିୟାକର୍ମରୁ ନୁହେଁ, ଯେପରି କେହି ଦର୍ପ ନ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ନିଜ କର୍ମ ଦ୍ୱାରା ଉଦ୍ଧାର ପାଇ ନାହଁ। ଯେପରି କୌଣସି ଲୋକ ଆପେ ଉଦ୍ଧାର ପାଇଅଛି ବୋଲି ଗର୍ବ ନ କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କର୍ମରୁ ନୁହେଁ, ଯେପରି କେହି ଦର୍ପ ନ କରେ।
Odia IRV 2017 (ଓଡିଆ ବାଇବେଲ)
କ୍ରିୟାକର୍ମରୁ ନୁହେଁ, ଯେପରି କେହି ଦର୍ପ ନ କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆ ತುಮ್ಚ್ಯಾ ಬರ್ಯಾ ಕಾಮಾಂಚ್ಯಾ ವೈನಾ ಹೊಲ್ಲೆ ನ್ಹಯ್ ತಸೆ ಮನುನ್ ಕೊನ್ಬಿ ತೆಚ್ಯಾ ವಿಶಯಾತ್ ಮೊಟೆ ಪಾನ್ ಬೊಲುಕ್ ಹೊಯ್ನಾ.