Ephesians 3:1 — Compare Translations
7 translations compared side by side
Odia - 1840
"ଅତଏବ, ମୁଁ ପାଉଲ, ତୁମ୍ଭ ଅଣୟିହୁଦୀମାନଙ୍କ ଲାଗି ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ମୁଁ ପାଉଲ, ବିଜାତି ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ସକାଶେ ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ- ଏଫି.୪:୧
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି କାରଣରୁ ତୁମ ପରି ଅଣଇହୁଦୀମାନଙ୍କ ପାଇଁ ଖ୍ରୀଷ୍ଟ ଯୀଶୁଙ୍କ ହେତୁ ବନ୍ଦୀ ହୋଇଥିବା ମୁଁ ପାଉଲ, ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଅଛି।
Odia Bible ERV 2004 (ପବିତ୍ର ବାଇବଲ)
ଅଣଯିହୂଦୀଙ୍କ ମଧ୍ୟରେ ପାଉଲଙ୍କ ପ୍ରଗ୍ଭର କାର୍ଯ୍ୟ ଅତଏବ, ମୁଁ ପାଉଲ, ତୁମ୍ଭ ଅଣଯିହୂଦୀମାନଙ୍କ ଲାଗି ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିନିମନ୍ତେ ମୁଁ ପାଉଲ, ଅଣଯିହୁଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ସକାଶେ ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ
Odia IRV 2017 (ଓଡିଆ ବାଇବେଲ)
ଏଥି ନିମନ୍ତେ ମୁଁ ପାଉଲ, ଅଣଯିହୂଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ସକାଶେ ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಕಾರಾನಾ ಸಾಟ್ನಿ ಪಾವ್ಲು ಮನ್ತಲೊ ಮಿಯಾ ಜುದೆವ್ ನ್ಹಯ್ ಹೊತ್ತ್ಯಾ ಲೊಕಾನು ತುಮ್ಚ್ಯಾ ಸಾಟ್ನಿ ಕ್ರಿಸ್ತಾಚೊ ಬಂಧಿ ಹೊವ್ನ್ ಹಾಯ್.