Ephesians 3:11 — Compare Translations

7 translations compared side by side

Odia - 1840
"ସମୟର ପ୍ରାରମ୍ଭରୁ ପରମେଶ୍ବରଙ୍କର ଯେଉଁ ଯୋଜନା ଅଛି, ଏହା ତାହା ସହିତ ମଳେ ଖାଉଛି। ଆମ୍ଭ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ଯମ ରେ ପରମେଶ୍ବର ଏହା ସମ୍ପନ୍ନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଦନୁସାରେ ମଣ୍ତଳୀ ଦ୍ଵାରା ଯେପରି ତାହାଙ୍କର ବହୁବିଧ ଜ୍ଞାନ ସ୍ଵର୍ଗରେ କର୍ତ୍ତାପଣ ଓ ଅଧିକାରପ୍ରାପ୍ତ ବ୍ୟକ୍ତିମାନଙ୍କୁ ଜ୍ଞାତ କରାଯାଏ;
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ତାଙ୍କର ଅନନ୍ତକାଳୀନ ଉଦ୍ଦେଶ୍ୟ ଅନୁଯାୟୀ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଏହା ସାଧନ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସମୟର ପ୍ରାରମ୍ଭରୁ ପରମେଶ୍ୱରଙ୍କର ଯେଉଁ ଯୋଜନା ଅଛି, ଏହା ତାହା ସହିତ ମେଳ ଖାଉଛି। ଆମ୍ଭ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ପରମେଶ୍ୱର ଏହା ସମ୍ପନ୍ନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଦନୁସାରେ ମଣ୍ଡଳୀ ଦ୍ୱାରା ଯେପରି ତାହାଙ୍କର ବହୁବିଧ ଜ୍ଞାନ, ସ୍ୱର୍ଗରେ କର୍ତ୍ତାପଣ ଓ ଅଧିକାରପ୍ରାପ୍ତ ବ୍ୟକ୍ତିମାନଙ୍କୁ ଜ୍ଞାତ କରାଯାଏ;
Odia IRV 2017 (ଓଡିଆ ବାଇବେଲ)
ତଦନୁସାରେ ମଣ୍ଡଳୀ ଦ୍ୱାରା ଯେପରି ତାହାଙ୍କର ବହୁବିଧ ଜ୍ଞାନ, ସ୍ୱର୍ଗରେ କର୍ତ୍ତାପଣ ଓ ଅଧିକାରପ୍ରାପ୍ତ ବ୍ୟକ୍ତିମାନଙ୍କୁ ଜ୍ଞାତ କରାଯାଏ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಅಮ್ಚ್ಯಾ ಧನಿಯಾ ಕ್ರಿಸ್ತ್ ಜೆಜುಚ್ಯಾ ವೈನಾ ಅಪ್ನಿ ಫುರಾ ಕರಲ್ಲ್ಯಾ ಶಾಸ್ವತ್ ಉದ್ದೆಸಾಚ್ಯಾ ಸಾರ್ಕೆ ಕರ್ಲ್ಯಾನ್.