Ephesians 3:12 — Compare Translations
7 translations compared side by side
Odia - 1840
"ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ଦ୍ବାରା, ନିର୍ଭୟ ରେ ପରମେଶ୍ବରଙ୍କ ସମ୍ମୁଖକୁ ୟିବା ପାଇଁ ଆମର ସ୍ବାଧୀନତା ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ପ୍ରଭୁଙ୍କଠାରେ ବିଶ୍ଵାସ କରିବା ଦ୍ଵାରା ଆମ୍ଭେମାନେ ତାହାଙ୍କଠାରେ ସାହସ ପୁଣି ଈଶ୍ଵରଙ୍କ ନିକଟକୁ ନିର୍ଭୟରେ ଯିବା ପାଇଁ ପଥ ପାଇଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇଥିବାରୁ ଓ ତାଙ୍କଠାରେ ବିଶ୍ୱାସ କରୁଥିବାରୁ ଭରସାର ସହିତ ଈଶ୍ୱରଙ୍କ ସମ୍ମୁଖକୁ ଯିବା ପାଇଁ ଆମର ଏବେ ସାହସ ଅଛି।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା, ନିର୍ଭୟରେ ପରମେଶ୍ୱରଙ୍କ ସମ୍ମୁଖକୁ ଯିବା ପାଇଁ ଆମର ସ୍ୱାଧୀନତା ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ପ୍ରଭୁଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଆମ୍ଭେମାନେ ତାହାଙ୍କଠାରେ ସାହସ ପୁଣି, ଈଶ୍ବରଙ୍କ ନିକଟକୁ ନିର୍ଭୟରେ ଯିବା ପାଇଁ ପଥ ପାଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ସେହି ପ୍ରଭୁଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଆମ୍ଭେମାନେ ତାହାଙ୍କଠାରେ ସାହସ ପୁଣି, ଈଶ୍ୱରଙ୍କ ନିକଟକୁ ନିର୍ଭୟରେ ଯିବା ପାଇଁ ପଥ ପାଇଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಕಾ ಜೆಜುಚ್ಯಾ ವೈರ್ ಹೊತ್ತ್ಯಾ ವಿಶ್ವಾಸಾ ವೈನಾ ಅಮಿ ಧರ್ಯ್ಯಾನ್, ಅನಿ ಬರೊಸ್ಯಾನ್ ದೆವಾಕ್ಡೆ ಜಾವ್ಕ್ ಹೊಲೆ.