Ephesians 3:14 — Compare Translations
7 translations compared side by side
Odia - 1840
"ସେଥିପାଇଁ ପ୍ରାର୍ଥନା ରେ ମୁଁ ପରମପିତାଙ୍କ ଆଗ ରେ ନତମସ୍ତକ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ଯେଉଁ ପିତାଙ୍କଠାରୁ ସ୍ଵର୍ଗ ଓ ପୃଥିବୀସ୍ଥ ପ୍ରତ୍ୟେକ ପିତୃକୁଳ ନାମ ପ୍ରାପ୍ତ ହୁଏ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯାହାଙ୍କଠାରୁ ସ୍ୱର୍ଗ ଓ ପୃଥିବୀସ୍ଥ ପ୍ରତ୍ୟେକ ପରିବାର ତା’ର କୁଳ ନାମ ପ୍ରାପ୍ତ ହୋଇଛି, ସେହି ପରମ ପିତା ଈଶ୍ୱରଙ୍କ ସମ୍ମୁଖରେ ଜାନୁପାତ କରି ମୁଁ ପ୍ରାର୍ଥନା କରେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଖ୍ରୀଷ୍ଟଙ୍କ ପ୍ରେମ ସେଥିପାଇଁ ପ୍ରାର୍ଥନାରେ ମୁଁ ପରମପିତାଙ୍କ ଆଗରେ ନତମସ୍ତକ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିନିମନ୍ତେ ଯେଉଁ ପିତାଙ୍କଠାରୁ ସ୍ୱର୍ଗ ଓ ପୃଥିବୀସ୍ଥ ପ୍ରତ୍ୟେକ ପିତୃକୁଳ ନାମ ପ୍ରାପ୍ତ ହୁଏ,
Odia IRV 2017 (ଓଡିଆ ବାଇବେଲ)
ଏଥି ନିମନ୍ତେ ଯେଉଁ ପିତାଙ୍କଠାରୁ ସ୍ୱର୍ଗ ଓ ପୃଥିବୀସ୍ଥ ପ୍ରତ୍ୟେକ ପିତୃକୁଳ ନାମ ପ୍ରାପ୍ତ ହୁଏ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಕಾರಾನಾಕ್ ಲಾಗುನ್ ಮಿಯಾ ಬಾಬಾಚ್ಯಾ ಇದ್ರಾಕ್ ಡೊಗ್ಲಾ ಠೆಕ್ತಾ.