Ephesians 3:16 — Compare Translations

7 translations compared side by side

Odia - 1840
"ମୁଁ ପରମେଶ୍ବରଙ୍କଠା ରେ ପ୍ରାର୍ଥନା କରେ, ଯେପରି ସେ ତାହାଙ୍କ ସମସ୍ତ ମହିମା ସହିତ ତୁମ୍ଭମାନଙ୍କୁ ଆତ୍ମିକଭାବେ ଶକ୍ତିୟୁକ୍ତ ହବୋ ପାଇଁ ତାହାଙ୍କର ଶକ୍ତି ପ୍ରଦାନ କରିବେ। ସେ ପବିତ୍ର ଆତ୍ମାଙ୍କ ଦ୍ବାରା ତୁମ୍ଭମାନଙ୍କୁ ସହେି ଶକ୍ତି ପ୍ରଦାନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ସେ ଆପଣା ଗୌରବରୂପ ନିଧି ଅନୁସାରେ ଆପଣା ଆତ୍ମାଙ୍କ ଦ୍ଵାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ପ୍ରାର୍ଥନା କରେ ଯେପରି ସେ ତାଙ୍କ ଆତ୍ମାଙ୍କ କର୍ତ୍ତୃକ ତାଙ୍କର ଗୌରବର ଭଣ୍ଡାରରୁ ତୁମ ଅନ୍ତରାତ୍ମାକୁ ବଳିଷ୍ଠ କରିବା ପାଇଁ ଶକ୍ତି ଦେବେ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରେ, ଯେପରି ସେ ତାହାଙ୍କ ସମସ୍ତ ମହିମା ସହିତ ତୁମ୍ଭମାନଙ୍କୁ ଆତ୍ମିକଭାବେ ଶକ୍ତିଯୁକ୍ତ ହେବା ପାଇଁ ତାହାଙ୍କର ଶକ୍ତି ପ୍ରଦାନ କରିବେ। ସେ ପବିତ୍ରଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ସେହି ଶକ୍ତି ପ୍ରଦାନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ସେ ଆପଣା ଗୌରବରୂପ ଧନ ଅନୁସାରେ ଆପଣା ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି,
Odia IRV 2017 (ଓଡିଆ ବାଇବେଲ)
ଯେପରି ସେ ଆପଣା ଗୌରବରୂପ ଧନ ଅନୁସାରେ ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವ್ ಅಪ್ನಾಚ್ಯಾ ಮಹಿಮೆಚ್ಯಾ ಬದಿಕಾತ್ನಾ ತುಮ್ಚ್ಯಾ ಭುತ್ತುರ್ಲಿ ಮನಾ ಘಟ್ ರ್‍ಹಾವ್ಕ್ ಅಪ್ನಾಚ್ಯಾ ಪವಿತ್ರ್ ಆತ್ಮ್ಯಾಚ್ಯಾ ವೈನಾ ಬಳ್ ದಿಂವ್ದಿ ಮನುನ್ ಮಿಯಾ ದೆವಾಕ್ಡೆ ಮಾಗ್ತಾ.