Ephesians 3:18 — Compare Translations
7 translations compared side by side
Odia - 1840
"ଖ୍ରୀଷ୍ଟଙ୍କ ପ୍ ରମରେ ମହାନତାକୁ ହୃଦୟଙ୍ଗମ କରିବା ପାଇଁ ତୁମ୍ଭକୁ ଓ ପରମେଶ୍ବରଙ୍କ ପବିତ୍ରୀକୃତ ଲୋକମାନଙ୍କୁ ବୁଝିବା ଶକ୍ତି ମିଳୁ। ଯେପରି ତୁମ୍ଭେ ଏହା ମଧ୍ଯ ବୁଝି ପାର ଯେ, ସହେି ପ୍ ରମେ କେତେ ଓସାର, କେତେ ଲମ୍ବା, କେତେ ଉଚ୍ଚ, ଓ କେତେ ଗଭୀର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ତୁମ୍ଭେମାନେ ପ୍ରେମରେ ବଦ୍ଧମୂଳ ଓ ଦୃଢ଼ ରୂପେ ସ୍ଥାପିତ ହୋଇ ବୋଧର ଅଗମ୍ୟ ଯେ ଖ୍ରୀଷ୍ଟଙ୍କ ପ୍ରେମ, ତାହା ଜ୍ଞାତ ହୁଅ ଏବଂ ସମସ୍ତ ସାଧୁଙ୍କ ସହିତ ସେଥିର ଦୈର୍ଘ୍ୟ ଓ ପ୍ରସ୍ଥ, ଉଚ୍ଚତା ଓ ଗଭୀରତା ବୁଝିବାକୁ ଶକ୍ତି ପ୍ରାପ୍ତ ହୁଅ,
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ହେଲେ, ଖ୍ରୀଷ୍ଟଙ୍କ ପ୍ରେମ ଯେ କେଡ଼େ ଦୀର୍ଘ ଓ ପ୍ରଶସ୍ତ, କେଡ଼େ ଉଚ୍ଚ ଓ ଗଭୀର, ତୁମେ ଈଶ୍ୱରଙ୍କ ଅନ୍ୟାନ୍ୟ ଲୋକମାନଙ୍କ ସହିତ ଏହା ହୃଦୟଙ୍ଗମ କରିବା ପାଇଁ ସକ୍ଷମ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟଙ୍କ ପ୍ରେମର ମହାନତାକୁ ହୃଦୟଙ୍ଗମ କରିବା ପାଇଁ ତୁମ୍ଭକୁ ଓ ପରମେଶ୍ୱରଙ୍କ ପବିତ୍ରୀକୃତ ଲୋକମାନଙ୍କୁ ବୁଝିବା ଶକ୍ତି ମିଳୁ। ଯେପରି ତୁମ୍ଭେ ଏହା ମଧ୍ୟ ବୁଝି ପାର ଯେ, ସେହି ପ୍ରେମ କେତେ ଓସାର, କେତେ ଲମ୍ବା, କେତେ ଉଚ୍ଚ ଓ କେତେ ଗଭୀର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ତୁମ୍ଭେମାନେ ପ୍ରେମରେ ବଦ୍ଧମୂଳ ଓ ଦୃଢ ରୂପେ ସ୍ଥାପିତ ହୋଇ ବୋଧର ଅଗମ୍ୟ ଯେ ଖ୍ରୀଷ୍ଟଙ୍କ ପ୍ରେମ, ତାହା ଜ୍ଞାତ ହୁଅ ଏବଂ ସମସ୍ତ ସାଧୁଙ୍କ ସହିତ ସେଥିର ଦୈର୍ଘ୍ୟ ଓ ପ୍ରସ୍ଥ, ଉଚ୍ଚତା ଓ ଗଭୀରତା ବୁଝିବାକୁ ଶକ୍ତି ପ୍ରାପ୍ତ ହୁଅ,
Odia IRV 2017 (ଓଡିଆ ବାଇବେଲ)
ଯେପରି ତୁମ୍ଭେମାନେ ପ୍ରେମରେ ବଦ୍ଧମୂଳ ଓ ଦୃଢ ରୂପେ ସ୍ଥାପିତ ହୋଇ ବୋଧର ଅଗମ୍ୟ ଯେ ଖ୍ରୀଷ୍ଟଙ୍କ ପ୍ରେମ, ତାହା ଜ୍ଞାତ ହୁଅ ଏବଂ ସମସ୍ତ ସାଧୁଙ୍କ ସହିତ ସେଥିର ଦୈୖର୍ଘ୍ୟ ଓ ପ୍ରସ୍ଥ, ଉଚ୍ଚତା ଓ ଗଭୀରତା ବୁଝିବାକୁ ଶକ୍ତି ପ୍ରାପ୍ତ ହୁଅ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಸೆ ತುಮ್ಕಾ ದೆವಾಚ್ಯಾ ಸಗ್ಳ್ಯಾ ಲೊಕಾಂಚ್ಯಾ ವಾಂಗ್ಡಾ ಕ್ರಿಸ್ತಾಚೊ ಪ್ರೆಮ್ ಕೆವ್ಡೊ ರುಂದ್, ಲಾಂಬ್, ಉಪ್ಪರ್ ಅನಿ ಖೊಲ್ ಮನುನ್ ಕಳ್ವುನ್ ಘೆತಲೊ ಬಳ್ ಗಾಂವ್ದಿತ್.
Recommended Reading