Ephesians 3:19 — Compare Translations

7 translations compared side by side

Odia - 1840
"ଯୀଶୁ ଖ୍ରୀଷ୍ଟଙ୍କ ପ୍ ରମେ ମନୁଷ୍ଯର ପ୍ ରମଠାରୁେ ଅଧିକ ମହାନ୍। କିନ୍ତୁ ମୁଁ ପରମେଶ୍ବରଙ୍କଠା ରେ ପ୍ରାର୍ଥନା କରେ ଯେ, ତୁମ୍ଭେ ସହେି ପ୍ ରମେ ବିଷୟ ରେ ଜାଣିବା ପାଇଁ ସକ୍ଷମ ହୁଅ, ତବେେ ଯାଇ ତୁମ୍ଭେ ପରମେଶ୍ବରଙ୍କଠା ରେ ପୂର୍ଣ୍ଣ ହାଇେ ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଏହି ପ୍ରକାରେ ଈଶ୍ଵରଙ୍କ ସମସ୍ତ ପୂର୍ଣ୍ଣତାରେ ପରିପୂର୍ଣ୍ଣ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ହଁ, ତୁମ୍ଭେମାନେ ତାଙ୍କ ପ୍ରେମର ପରିସର ଜାଣି ପାରିବ, ଯଦ୍ୟପି ଏହା କେବେହେଁ ପୂର୍ଣ୍ଣମାତ୍ରାରେ ଜାଣି ହୁଏନା। ଏହି ପ୍ରକାରେ ତୁମ୍ଭେମାନେ ଈଶ୍ୱରଙ୍କ ସ୍ୱଭାବର ପରିପୂର୍ଣ୍ଣତା ଉପଲବ୍ôଧ କରିପାରିବ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଖ୍ରୀଷ୍ଟଙ୍କ ପ୍ରେମ ମନୁଷ୍ୟର ପ୍ରେମଠାରୁ ଅଧିକ ମହାନ୍। କିନ୍ତୁ ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରେ ଯେ, ତୁମ୍ଭେ ସେହି ପ୍ରେମ ବିଷୟରେ ଜାଣିବା ପାଇଁ ସକ୍ଷମ ହୁଅ, ତେବେ ଯାଇ ତୁମ୍ଭେ ପରମେଶ୍ୱରଙ୍କଠାରେ ପୂର୍ଣ୍ଣ ହୋଇ ଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେହି ପ୍ରକାରେ ଈଶ୍ବରଙ୍କ ସମସ୍ତ ପୂର୍ଣ୍ଣତାରେ ପରିପୂର୍ଣ୍ଣ ହୁଅ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେହି ପ୍ରକାରେ ଈଶ୍ୱରଙ୍କ ସମସ୍ତ ପୂର୍ଣ୍ଣତାରେ ପରିପୂର୍ଣ୍ଣ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆ ಅಸೆ ಫುರಾ ಕಳ್ವುನ್ ಘೆವ್ಕ್ ಹೊಯ್ ನಸ್ಲ್ಯಾರ್ಬಿ ತೆಜೊ ಪ್ರೆಮ್ ತುಮ್ಕಾ ಕಳುಂದಿ ಅನಿ ಅಸೆ ತುಮ್ಕಾ ದೆವಾಚ್ಯಾ ಫುರಾ ಸ್ವಭಾವಾನ್ ಭರುಂದಿ.