Ephesians 3:2 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ଶୁଣିଥିବ, ପରମେଶ୍ବର ତାହାଙ୍କର ମହାନ ଅନୁଗ୍ରହ ରେ ମାେତେ ଏହି ବିଶଷେ କାର୍ୟ୍ଯ ଦଇେଅଛନ୍ତି, ଯେପରି ମୁଁ ତୁମ୍ଭମାନଙ୍କୁ ସାହାୟ୍ଯ କରିପା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ନିମନ୍ତେ ମୋତେ ପ୍ରଦତ୍ତ ଈଶ୍ଵରଙ୍କ ଅନୁଗ୍ରହ ସମ୍ଵନ୍ଧୀୟ ସେବକ-କାର୍ଯ୍ୟ ବିଷୟରେ ତୁମ୍ଭେମାନେ ତ ଶୁଣିଥିବ,
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କର ମଙ୍ଗଳ ନିମନ୍ତେ ଈଶ୍ୱର ତାଙ୍କର ଅନୁଗ୍ରହରେ ମୋତେ ଯେ ଏହି କାର୍ଯ୍ୟ କରିବାକୁ ଦେଇଛନ୍ତି, ଏହା ନିଶ୍ଚୟ ଶୁଣିଛ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଶୁଣିଥିବ, ପରମେଶ୍ୱର ତାହାଙ୍କର ମହାନ ଅନୁଗ୍ରହରେ ମୋତେ ଏହି ବିଶେଷ କାର୍ଯ୍ୟ ଦେଇଅଛନ୍ତି, ଯେପରି ମୁଁ ତୁମ୍ଭମାନଙ୍କୁ ସାହାଯ୍ୟ କରିପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କ ନିମନ୍ତେ ପ୍ରଦତ୍ତ ଈଶ୍ବରଙ୍କ ଅନୁଗ୍ରହ ସମ୍ବନ୍ଧୀୟ ସେବକ କାର୍ଯ୍ୟ ବିଷୟରେ ତୁମ୍ଭେମାନେ ତ ଶୁଣିଥିବ,
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କ ନିମନ୍ତେ ପ୍ରଦତ୍ତ ଈଶ୍ୱରଙ୍କ ଅନୁଗ୍ରହ ସମ୍ବନ୍ଧୀୟ ସେବକ କାର୍ଯ୍ୟ ବିଷୟରେ ତୁମ୍ଭେମାନେ ତ ଶୁଣିଥିବ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಖರೆಚ್ ಆಯ್ಕ್ಲ್ಯಾಸಿ ದೆವಾನ್ ಅಪ್ನಾಚ್ಯಾ ಕುರ್ಪೆನ್ ತುಮ್ಚ್ಯಾ ಬರ್‍ಯಾ ಸಾಟ್ನಿ ಹೆ ಕಾಮ್ ಮಾಕಾ ದಿಲ್ಯಾನ್.