Ephesians 3:20 — Compare Translations

7 translations compared side by side

Odia - 1840
"ଆମ୍ଭ ଭିତ ରେ ପରମେଶ୍ବରଙ୍କ ଯେଉଁ ଶକ୍ତି କାର୍ୟ୍ଯ କରିଥାଏ, ତାହା ଆମ୍ଭର ମାଗିବା ବା ଭାବିବାଠାରୁ ୟଥେଷ୍ଟ ଅଧିକ ଏବଂ ପରମେଶ୍ବର ତାହାଠାରୁ ଅଧିକ ଶକ୍ତିର କାର୍ୟ୍ଯ କରି ପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଈଶ୍ଵର ଆମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବାଠାରୁ ଅତ୍ୟଧିକ ପରିମାଣରେ ସାଧନ କରି ପାରନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ଈଶ୍ୱର ଆମ୍ଭମାନଙ୍କ ମଧ୍ୟରେ ତାଙ୍କର ସକ୍ରିୟ ଶକ୍ତି ଦ୍ୱାରା ଆମର ମାଗିବାଠାରୁ ଅଧିକ ଏପରି କି ଆମର କଳ୍ପନାତୀତ ବିଷୟ ଦେବା ପାଇଁ ସମର୍ଥ,
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭ ଭିତରେ ପରମେଶ୍ୱରଙ୍କ ଯେଉଁ ଶକ୍ତି କାର୍ଯ୍ୟ କରିଥାଏ, ତାହା ଆମ୍ଭର ମାଗିବା ବା ଭାବିବାଠାରୁ ଯଥେଷ୍ଟ ଅଧିକ ଏବଂ ପରମେଶ୍ୱର ତାହାଠାରୁ ଅଧିକ ଶକ୍ତିର କାର୍ଯ୍ୟ କରି ପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଈଶ୍ବର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବାଠାରୁ ଅତ୍ୟଧିକ ପରିମାଣରେ ସାଧନ କରିପାରନ୍ତି,
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଈଶ୍ୱର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବା ଠାରୁ ଅତ୍ୟଧିକ ପରିମାଣରେ ସାଧନ କରି ପାରନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ಮದ್ದಿ ಕಾಮ್ ಕರ್ತಲ್ಯಾ ತೆಚ್ಯಾ ಬಳಾಕ್ ಲಾಗುನ್ ಅಮಿ ಕನ್ನಾಬಿ ಇಚಾರುಕ್ ಹೊಯ್ನಾ ಅನಿ ಚಿಂತುಕ್ ಹೊಯ್ನಾ ತೆಜ್ಯಾನ್ ಜಾಸ್ತಿಚೆ ಕರುಕ್ ಹೊತಾ.