Ephesians 3:21 — Compare Translations

7 translations compared side by side

Odia - 1840
"ମଣ୍ଡଳୀ ରେ ଓ ଖ୍ରୀଷ୍ଟଙ୍କ ଦ୍ବାରା ସଦାସର୍ବଦା ତାହାଙ୍କର ମହିମା ହେଉ। ଆମେନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୁଗେ ଯୁଗେ ପୁରୁଷାନୁକ୍ରମେ ମଣ୍ତଳୀ ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ଵାରା ତାହାଙ୍କର ଗୌରବ ହେଉ । ଆମେନ୍ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମଣ୍ଡଳୀ ଦ୍ୱାରା ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଯୁଗେ ଯୁଗେ ଅନନ୍ତ କାଳ ଯାଏ ସେହି ଈଶ୍ୱରଙ୍କର ଗୌରବ ହେଉ। ଆମେନ୍।
Odia Bible ERV 2004 (ପବିତ୍ର ବାଇବଲ)
ମଣ୍ଡଳୀରେ ଓ ଖ୍ରୀଷ୍ଟଙ୍କ ଦ୍ୱାରା ସଦାସର୍ବଦା ତାହାଙ୍କର ମହିମା ହେଉ। ଆମେନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୁଗେ ଯୁଗେ ପୁରୁଷାନୁକ୍ରମରେ ମଣ୍ଡଳୀ ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତାହାଙ୍କର ଗୌରବ ହେଉ। ଆମେନ୍‍।
Odia IRV 2017 (ଓଡିଆ ବାଇବେଲ)
ଯୁଗେ ଯୁଗେ ପୁରୁଷାନୁକ୍ରମରେ ମଣ୍ଡଳୀ ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତାହାଙ୍କର ଗୌରବ ହେଉ । ଆମେନ୍।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಕ್ ದೆವಾಚ್ಯಾ ಲೊಕಾಂಚ್ಯಾ ಸಗ್ಳ್ಯಾ ತಾಂಡ್ಯಾಚ್ಯಾಕ್ನಾ ಅನಿ ಸಗ್ಳ್ಯಾ ಯೆಳಾರ್ ಕ್ರಿಸ್ತಾ ಜೆಜುಕ್ನಾ ಸದಾಸರ್ವತಾಕ್ ಮಹಿಮಾ ಹೊಂವ್ದಿತ್! ಆಮೆನ್.