Ephesians 3:7 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କ ବିଶଷେ ଅନୁଗ୍ରହର ଦାନ ଦ୍ବାରା ମୁଁ ସୁସମାଚାର କହିବା ପାଇଁ ଜଣେ ସବେକ ହଲିେ। ପରମେଶ୍ବର ତାହାଙ୍କର କାର୍ୟ୍ଯକାରୀ ଶକ୍ତି ବଳ ରେ ମାେତେ ଏହି ଅନୁଗ୍ରହ ଦାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ତାଙ୍କର ଶକ୍ତି ପ୍ରୟୋଗ କରି ମୋତେ ଯେଉଁ ବଶେଷ ଦାନ ଦେଇଛନ୍ତି, ସେଥିଯୋଗୁଁ ମୁଁ ସୁସମାଚାର ପ୍ରଚାରକ ହୋଇଅଛି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ବିଶେଷ ଅନୁଗ୍ରହର ଦାନ ଦ୍ୱାରା ମୁଁ ସୁସମାଗ୍ଭର କହିବା ପାଇଁ ଜଣେ ସେବକ ହେଲି। ପରମେଶ୍ୱର ତାହାଙ୍କର କାର୍ଯ୍ୟକାରୀ ଶକ୍ତି ବଳରେ ମୋତେ ଏହି ଅନୁଗ୍ରହ ଦାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି।
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ವಿಶೆಸ್‍ ದೆನ್ಯಾ ವೈನಾ ಮಾಕಾ ಬರ್‍ಯಾ ಖಬ್ರೆಚೊ ಸೆವಕ್ ಕರುನ್ ಹೊಲೆ, ಹೆ ತೆನಿ ಮಾಕಾ ಅಪ್ನಾಚ್ಯಾ ಕಾಮಾ ಕರ್ತಲ್ಯಾ ಬಳಾ ವೈನಾ ದಿಲ್ಯಾನ್.