Ephesians 3:8 — Compare Translations
7 translations compared side by side
Odia - 1840
"ପରମେଶ୍ବରଙ୍କ ଲୋକମାନଙ୍କ ଭିତ ରେ ମୁଁ ଅତି କ୍ଷୁଦ୍ର ଲୋକ ଥିଲି, କିନ୍ତୁ ପରମେଶ୍ବର ମାେତେ ଏହି ଅନୁଗ୍ରହଦାନ ଦେଲେ ଯେପରି ମୁଁ ଅଣଯିହୂଦୀମାନଙ୍କୁ ଖ୍ରୀଷ୍ଟଙ୍କ ଐଶ୍ବର୍ୟ୍ଯପୂର୍ଣ୍ଣ ସୁସମାଚାର କହିବି। ସହେି ଐଶ୍ବର୍ୟ୍ଯଗୁଡ଼ିକ ଏତେ ମହାନ ଯେ ତାହାକୁ ସମ୍ପୂର୍ଣ୍ଣରୂପେ ବୁଝିବା ସମ୍ଭବପର ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମଠାରୁ କ୍ଷୁଦ୍ର ଯେ ମୁଁ, ମୋତେ ବିଜାତିମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଈଶ୍ୱରଙ୍କ ଲୋକମାନଙ୍କ ମଧ୍ୟରେ ସମସ୍ତଙ୍କଠାରୁ କ୍ଷୁଦ୍ରତମ, ତଥାପି ଅଣଇହୁଦୀମାନଙ୍କ ନିକଟକୁ ଖ୍ରୀଷ୍ଟଙ୍କର ଅପରିମିତ ସମ୍ପଦର ବାର୍ତ୍ତା ଘେନି ଯିବା ପାଇଁ ମୋତେ ଈଶ୍ୱର ସୁଯୋଗ ଦେଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଲୋକମାନଙ୍କ ଭିତରେ ମୁଁ ଅତି କ୍ଷୁଦ୍ର ଲୋକ ଥିଲି, କିନ୍ତୁ ପରମେଶ୍ୱର ମୋତେ ଏହି ଅନୁଗ୍ରହଦାନ ଦେଲେ ଯେପରି ମୁଁ ଅଣଯିହୂଦୀମାନଙ୍କୁ ଖ୍ରୀଷ୍ଟଙ୍କ ଐଶ୍ୱର୍ଯ୍ୟପୂର୍ଣ୍ଣ ସୁସମାଗ୍ଭର କହିବି। ସେହି ଐଶ୍ୱର୍ଯ୍ୟଗୁଡ଼ିକ ଏତେ ମହାନ ଯେ ତାହାକୁ ସମ୍ପୂର୍ଣ୍ଣ ରୂପେ ବୁଝିବା ସମ୍ଭବପର ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୁଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,
Odia IRV 2017 (ଓଡିଆ ବାଇବେଲ)
ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୂଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ಸಗ್ಳ್ಯಾ ಲೊಕಾತ್ನಿ ಮಿಯಾ ಸಗ್ಳ್ಯಾಕಿಂತಾ ಕನಿಸ್ಟ್ ಹೊಲ್ಯಾರ್ಬಿ ದೆವಾನ್ ಮಾಕಾ ಕ್ರಿಸ್ತಾಚಿ ಮೆಜುಕ್ ಹೊಯ್ನಾ ತವ್ಡಿ ಸಾವ್ಕಾರ್ಕಿಚ್ಯಾ ವಿಶಯಾತ್ಲಿ ಬರಿ ಖಬರ್ ಜುದೆವ್ ನ್ಹಯ್ ಹೊತ್ತ್ಯಾ ಲೊಕಾನಿಕ್ಡೆ ಘೆವ್ನ್ ಜಾತಲೊ ಅವಕಾಸ್ ದಿಲ್ಯಾನ್.