Ephesians 3:9 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କ ଗୁପ୍ତ ସତ୍ଯକୁ ସମସ୍ତଙ୍କୁ କହିବା ଦାଯିତ୍ବ ପରମେଶ୍ବର ମାେତେ ପ୍ରଦାନ କଲେ। ଏହି ନିଗୂଢ଼ ସତ୍ଯ ସୃଷ୍ଟିର ଆରମ୍ଭରୁ ସମସ୍ତ ପଦାର୍ଥର ସୃଷ୍ଟିକର୍ତ୍ତା ପରମେଶ୍ବରଙ୍କ ଭିତ ରେ ଗୁପ୍ତ ରହିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସର୍ବସୃଷ୍ଟିକର୍ତ୍ତା ଈଶ୍ଵରଙ୍କଠାରେ ଅନାଦିକାଳରୁ ଗୁପ୍ତ ହୋଇ ରହିଥିବା ନିଗୂଢ଼ତତ୍ତ୍ଵ ସମ୍ଵନ୍ଧରେ ତାହାଙ୍କ ସଂକଳ୍ପ କଅଣ, ତାହା ଆଲୋକରେ ପ୍ରକାଶ କରିବା ପାଇଁ ଅନୁଗ୍ରହ ପ୍ରଦତ୍ତ ହୋଇଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କର ସେହି ଗୁପ୍ତ ଯୋଜନା କିପରି କାର୍ଯ୍ୟକାରୀ ହୋଇ ପାରିବ, ତାହା ସମସ୍ତଙ୍କୁ ଅବଗତ କରାଇବାର ସୌଭାଗ୍ୟ ମୁଁ ଲାଭ କରିଛି। ସମସ୍ତ ବିଷୟର ସୃଷ୍ଟିକର୍ତ୍ତା ଈଶ୍ୱର ଅତୀତରେ ସବୁ ଯୁଗରେ ତାଙ୍କର ନିଗୂଢ଼ ତତ୍ତ୍ୱକୁ ଗୁପ୍ତ ରଖିଥିଲେ,
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଗୁପ୍ତ ସତ୍ୟକୁ ସମସ୍ତଙ୍କୁ କହିବା ଦାୟିତ୍ୱ ପରମେଶ୍ୱର ମୋତେ ପ୍ରଦାନ କଲେ। ଏହି ନିଗୂଢ଼ ସତ୍ୟ ସୃଷ୍ଟିର ଆରମ୍ଭରୁ ସମସ୍ତ ପଦାର୍ଥର ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କ ଭିତରେ ଗୁପ୍ତ ରହିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସର୍ବସୃଷ୍ଟିକର୍ତ୍ତା ଈଶ୍ବରଙ୍କଠାରେ ପ୍ରାଚୀନକାଳରୁ ଗୁପ୍ତ ହୋଇ ରହିଥିବା ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ତାହାଙ୍କ ସଂକଳ୍ପ କଅଣ, ତାହା ଆଲୋକରେ ପ୍ରକାଶ କରିବା ପାଇଁ ଅନୁଗ୍ରହ ପ୍ରଦତ୍ତ ହୋଇଅଛି,
Odia IRV 2017 (ଓଡିଆ ବାଇବେଲ)
ପୁଣି, ସର୍ବସୃଷ୍ଟିକର୍ତ୍ତା ଈଶ୍ୱରଙ୍କଠାରେ ପ୍ରାଚୀନ କାଳରୁ ଗୁପ୍ତ ହୋଇ ରହିଥିବା ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ତାହାଙ୍କ ସଂକଳ୍ପ କ'ଣ, ତାହା ଆଲୋକରେ ପ୍ରକାଶ କରିବା ପାଇଁ ଅନୁଗ୍ରହ ପ୍ରଦତ୍ତ ହୋଇଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಸಗ್ಳ್ಯಾ ಲೊಕಾಕ್ನಿ ದೆವಾಚಿ ಗುಟ್ಟಾಚಿ ಯೆವ್ಜನ್ ಕಸ್ಲಿ ಮನುನ್ ಅನಿ ತಿ ಪರಿನಾಮ್ ಪಡಿಸಾರ್ಕೆ ಹೊತೆಲೆ ಬಗಿಸಾರ್ಕೆ ಕರ್ಲ್ಯಾನ್. ಸಗ್ಳ್ಯೆ ರಚಲ್ಯಾ ದೆವಾನ್ ಅದ್ಲ್ಯಾ ಸಗ್ಳ್ಯಾ ಎಳಾತ್ನಿ ಅಪ್ನಾಚೊ ಗುಟ್ ಧಾಪುನ್ ಥವ್ಲ್ಯಾನ್.