Ephesians 4:1 — Compare Translations
7 translations compared side by side
Odia - 1840
"ମୁଁ ପ୍ରଭୁଙ୍କର ହାଇେ ଥିବାରୁ କାରାଗାର ରେ ବନ୍ଦୀରୂପେ ଅଛି। ତୁମ୍ଭମାନଙ୍କୁ ପରମେଶ୍ବର ନିଜ ଲୋକ ବୋଲି ବାଛିଛନ୍ତି। ଅତଏବ ପରମେଶ୍ବରଙ୍କ ଲୋକମାନେ ଯେଉଁଭଳି ଜୀବନଯାପନ କରିବା ଉଚିତ୍, ତୁମ୍ଭମାନେେ ସହେିଭଳି ଜୀବନଯାପନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ଵାନରେ ଆହୂତ ହୋଇଅଛ, ସେଥିର ଯୋଗ୍ୟଆଚରଣ କର,
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁଙ୍କ ସେବା କରୁଥିବା ଯୋଗୁଁ ବନ୍ଦୀ ହୋଇଥିବା ମୁଁ ପାଉଲ ତୁମ୍ଭମାନଙ୍କୁ ଅନୁରୋଧ କରୁଛି, ଯେପରି ଜୀବନ ଯାପନ କରିବା ପାଇଁ ଈଶ୍ୱର ତୁମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି, ତାହାର ଅନୁରୂପ ଆଚରଣ କର।
Odia Bible ERV 2004 (ପବିତ୍ର ବାଇବଲ)
ଶରୀରର ଏକତା ମୁଁ ପ୍ରଭୁଙ୍କର ହୋଇ ଥିବାରୁ କାରାଗାରରେ ବନ୍ଦୀରୂପେ ଅଛି। ତୁମ୍ଭମାନଙ୍କୁ ପରମେଶ୍ୱର ନିଜ ଲୋକ ବୋଲି ବାଛିଛନ୍ତି। ଅତଏବ ପରମେଶ୍ୱରଙ୍କ ଲୋକମାନେ ଯେଉଁଭଳି ଜୀବନଯାପନ କରିବା ଉଚିତ୍, ତୁମ୍ଭେମାନେ ସେହିଭଳି ଜୀବନଯାପନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ୱାନରେ ଅାହୂତ ହୋଇଅଛ, ସେଥିର ଯୋଗ୍ୟ ଆଚରଣ କର,
Odia IRV 2017 (ଓଡିଆ ବାଇବେଲ)
ଅତଏବ ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ୱାନରେ ଅାହୂତ ହୋଇଅଛ, ସେଥିର ଯୋଗ୍ୟ ଆଚରଣ କର,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾ ಸಾಟ್ನಿ ಧನಿಯಾ ಸಾಟ್ನಿ ಬಂಧಿತ್ ಹೊತ್ತೊ ಮಿಯಾ ದೆವಾನ್ ತುಮ್ಕಾ ಬಲ್ವನಿಚ್ಯಾ ಮಟ್ಟಾಚೆ ಜಿವನ್ ತುಮಿ ಕರುಚೆ ಮನುನ್ ತುಮ್ಚ್ಯಾಕ್ಡೆ ಮಾಗ್ತಾ.