Ephesians 4:11 — Compare Translations

7 translations compared side by side

Odia - 1840
"ଏବଂ ସହେି ଖ୍ରୀଷ୍ଟ ଲୋକମାନଙ୍କୁ ଦାନ ଦେଲେ ଅର୍ଥାତ୍ କେତକେ ଲୋକଙ୍କୁ ସେ ପ୍ ରରେିତ ହବୋ ପାଇଁ, କେତକଙ୍କେୁ ଭବିଷ୍ଯତ୍ବକ୍ତା ହବୋ ପାଇଁ, କେତକଙ୍କେୁ ସୁସମାଚାର କହିବା ପାଇଁ ଓ କେତକଙ୍କେୁ ପରମେଶ୍ବରଙ୍କ ଲୋକମାନଙ୍କର ଯତ୍ନ ନବୋ ପାଇଁ ଓ ଶିକ୍ଷା ଦବୋ ପାଇଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କାହାକାହାକୁ ପ୍ରେରିତ, କାହାକାହାକୁ ଭାବବାଦୀ, କାହାକାହାକୁ ସୁସମାଚାର ପ୍ରଚାରକ, ପୁଣି କାହାକାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ହିଁ ମାନବ ଜାତିକୁ ବହୁ ବର ଦାନ କରି ଯାଇଛନ୍ତି। କେତେକଙ୍କୁ ପ୍ରେରିତ ଶିଷ୍ୟ, ଆଉ କେତେକଙ୍କୁ ଭାବବାଦୀ, କେତେକଙ୍କୁ ସୁସମାଚାର ପ୍ରଚାରକ, ପାଳକ ଓ ଶିକ୍ଷକରୂପେ ନିଯୁକ୍ତ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେହି ଖ୍ରୀଷ୍ଟ ଲୋକମାନଙ୍କୁ ଦାନ ଦେଲ ଅର୍ଥାତ୍ କେତେକ ଲୋକଙ୍କୁ ସେ ପ୍ରେରିତ ହେବା ପାଇଁ, କେତେକଙ୍କୁ ଭବିଷ୍ୟ‌‌ଦ୍‌‌‌‌ବକ୍ତା ହେବା ପାଇଁ, କେତେକଙ୍କୁ ସୁସମାଗ୍ଭର କହିବା ପାଇଁ ଓ କେତେକଙ୍କୁ ପରମେଶ୍ୱରଙ୍କ ଲୋକମାନଙ୍କର ଯତ୍ନ ନେବା ପାଇଁ ଓ ଶିକ୍ଷା ଦେବା ପାଇଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆನೆ ದಿತಲೊ ತೊಚ್ ತೊ ಉಲ್ಲ್ಯಾಕ್ನಿ ಅಪೊಸ್ತಲಾ, ಅನಿ ಉಲ್ಲ್ಯಾಕ್ನಿ ಪ್ರವಾದಿ, ಅನಿ ಉಲ್ಲ್ಯಾಕ್ನಿ ಬರಿ ಖಬರ್ ಸಾಂಗ್ತಲೆ ಅನಿ ಉಲ್ಲ್ಯಾಕ್ನಿ ತಾಂಡ್ಯಾಚಿ ಮುಖಂಡಾ ಅನಿ ಶಿಕ್ವುತಲೆ ಕರುನ್ ಎಚುನ್ ಕಾಡ್ತಾ.