Ephesians 4:12 — Compare Translations
7 translations compared side by side
Odia - 1840
"ପରମେଶ୍ବରଙ୍କ ଲୋକମାନେ ତାଙ୍କର ସବୋ କରିବା ପାଇଁ ଓ ଖ୍ରୀଷ୍ଟଙ୍କ ଶରୀରକୁ ସୁଦୃଢ଼ କରିବା ପାଇଁ ପ୍ରସ୍ତୁତ ହବେେ ବୋଲି ଖ୍ରୀଷ୍ଟ ଏହି ଅନୁଗ୍ରହ ଦାନ ସମାନଙ୍କେୁ ଦେଲେ। ଏହା ଦ୍ବାରା ଖ୍ରୀଷ୍ଟଙ୍କ ଶରୀରସ୍ବରୂପ ଆମ୍ଭମାନେେ ମଧ୍ଯ ଦୃଢ଼ ଓ ବଳବାନ ହବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ସାଧୁମାନେ ସେବାକାର୍ଯ୍ୟ ନିମନ୍ତେ ସିଦ୍ଧି ଲାଭ କରନ୍ତି ଓ ଖ୍ରୀଷ୍ଟଙ୍କ ଶରୀର ନିଷ୍ଠା ପ୍ରାପ୍ତ ହୁଏ,
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟଙ୍କ ସେହି ଶରୀର ଗଠନ କରିବା ଉଦ୍ଦେଶ୍ୟରେ ଖ୍ରୀଷ୍ଟୀୟ ସେବା କାର୍ଯ୍ୟ ନିମନ୍ତେ ଈଶ୍ୱରଙ୍କ ଲୋକମାନଙ୍କୁ ପ୍ରସ୍ତୁତ କରିବାକୁ ସେ ଏହା କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଲୋକମାନେ ତାଙ୍କର ସେବା କରିବା ପାଇଁ ଓ ଖ୍ରୀଷ୍ଟଙ୍କ ଶରୀରକୁ ସୁଦୃଢ଼ କରିବା ପାଇଁ ପ୍ରସ୍ତୁତ ହେବେ ବୋଲି ଖ୍ରୀଷ୍ଟ ଏହି ଅନୁଗ୍ରହ ଦାନ ସେମାନଙ୍କୁ ଦେଲେ। ଏହା ଦ୍ୱାରା ଖ୍ରୀଷ୍ଟଙ୍କ ଶରୀରସ୍ୱରୂପ ଆମ୍ଭେମାନେ ମଧ୍ୟ ଦୃଢ଼ ଓ ବଳବାନ ହେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ସାଧୁମାନେ ସେବାକାର୍ଯ୍ୟ ନିମନ୍ତେ ସିଦ୍ଧି ଲାଭ କରନ୍ତି ଓ ଖ୍ରୀଷ୍ଟଙ୍କ ଶରୀର ନିଷ୍ଠାପ୍ରାପ୍ତ ହୁଏ,
Odia IRV 2017 (ଓଡିଆ ବାଇବେଲ)
ଯେପରି ସାଧୁମାନେ ସେବାକାର୍ଯ୍ୟ ନିମନ୍ତେ ସିଦ୍ଧି ଲାଭ କରନ୍ତି ଓ ଖ୍ରୀଷ୍ଟଙ୍କ ଶରୀର ନିଷ୍ଠାପ୍ରାପ୍ତ ହୁଏ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಸಗ್ಳೆ ತೆನಿ ಸೆವೆಚ್ಯಾ ಕಾಮಾ ಸಾಟ್ನಿ ದೆವಾಚ್ಯಾ ಲೊಕಾಕ್ನಿ ತಯಾರ್ ಕರುಕ್ ಮನುನ್ ಹೆಕಾ ಅಸೆ ಕರ್ಲ್ಯಾನ್,