Ephesians 4:13 — Compare Translations
7 translations compared side by side
Odia - 1840
"ସମସ୍ତ ଲୋକେ ପରମେଶ୍ବରଙ୍କ ପୁତ୍ରଙ୍କ ବିଷୟକ ସମାନ ବିଶ୍ବାସ ଓ ସମାନ ଜ୍ଞାନ ସହିତ ଏକତ୍ର ହବୋ ପର୍ୟ୍ଯନ୍ତ ଏହି କାମ ଚାଲିଥିବା ନିତାନ୍ତ ଆବଶ୍ଯକ, ଯେପର୍ୟ୍ଯନ୍ତ ଆମ୍ଭେ ଖ୍ରୀଷ୍ଟଙ୍କ ସଦୃଶ ସିଦ୍ଧ ଓ ସମ୍ପୂର୍ଣ୍ଣ ନ ହାଇେଛୁ, ସେ ପର୍ୟ୍ଯନ୍ତ ଆମ୍ଭକୁ ବୃଦ୍ଧି ପାଇ ପୂର୍ଣ୍ଣବୟସ୍କ ହବୋକୁ ପଡ଼ିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶେଷରେ ଯେପରି ଆମ୍ଭେମାନେ ସମସ୍ତେ ବିଶ୍ଵାସରେ ଓ ଈଶ୍ଵରଙ୍କ ପୁତ୍ର ବିଷୟକ ଜ୍ଞାନରେ ଏକତା ପ୍ରାପ୍ତ ହେଉ, ଅର୍ଥାତ୍ ଖ୍ରୀଷ୍ଟଙ୍କ ପୂର୍ଣ୍ଣତାର ପରିମାଣାନୁସାରେ ପୂର୍ଣ୍ଣବୟସ୍କ ପୁରୁଷ ହେଉ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେଥିପାଇଁ ଆମେ ସମସ୍ତେ ଆମ ବିଶ୍ୱାସରେ ଓ ଈଶ୍ୱରଙ୍କ ପୁତ୍ର ସମ୍ପର୍କୀୟ ଜ୍ଞାନରେ ଐକ୍ୟବଦ୍ଧ ହେବୁ, ଖ୍ରୀଷ୍ଟଙ୍କ ପୂର୍ଣ୍ଣତାପ୍ରାପ୍ତ ହୋଇ ଆମେ ପରିପକ୍ୱ ହେବୁ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ଲୋକେ ପରମେଶ୍ୱରଙ୍କ ପୁତ୍ରଙ୍କ ବିଷୟକ ସମାନ ବିଶ୍ୱାସ ଓ ସମାନ ଜ୍ଞାନ ସହିତ ଏକତ୍ର ହେବା ପର୍ଯ୍ୟନ୍ତ ଏହି କାମ ଗ୍ଭଲିଥିବା ନିତାନ୍ତ ଆବଶ୍ୟକ, ଯେପର୍ଯ୍ୟନ୍ତ ଆମ୍ଭେ ଖ୍ରୀଷ୍ଟଙ୍କ ସଦୃଶ ସିଦ୍ଧ ଓ ସମ୍ପୂର୍ଣ୍ଣ ନ ହୋଇଛୁ, ସେ ପର୍ଯ୍ୟନ୍ତ ଆମ୍ଭକୁ ବୃଦ୍ଧି ପାଇ ପୂର୍ଣ୍ଣବୟସ୍କ ହେବାକୁ ପଡ଼ିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶେଷରେ ଯେପରି ଆମ୍ଭେମାନେ ସମସ୍ତେ ବିଶ୍ୱାସରେ ଓ ଈଶ୍ବରଙ୍କ ପୁତ୍ର ବିଷୟକ ଜ୍ଞାନରେ ଏକତା ପ୍ରାପ୍ତ ହେଉ, ଅର୍ଥାତ୍ ଖ୍ରୀଷ୍ଟଙ୍କ ପୂର୍ଣ୍ଣତାର ପରିମାଣ ଅନୁସାରେ ପୂର୍ଣ୍ଣ ବୟସ୍କ ପୁରୁଷ ହେଉ,
Odia IRV 2017 (ଓଡିଆ ବାଇବେଲ)
ଶେଷରେ ଯେପରି ଆମ୍ଭମାନେ ସମସ୍ତେ ବିଶ୍ୱାସରେ ଓ ଈଶ୍ୱରଙ୍କ ପୁତ୍ର ବିଷୟକ ଜ୍ଞାନରେ ଏକତା ପ୍ରାପ୍ତ ହେଉ, ଅର୍ଥାତ୍ ଖ୍ରୀଷ୍ଟଙ୍କ ପୂର୍ଣ୍ଣତାର ପରିମାଣ ଅନୁସାରେ ପୂର୍ଣ୍ଣ ବୟସ୍କ ପୁରୁଷ ହେଉ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಅಸೆ ಅಮ್ಚ್ಯಾ ವಿಶ್ವಾಸಾತ್ ಅನಿ ದೆವಾಚ್ಯಾ ಲೆಕಾಚ್ಯಾ ಶಾನೆಪಾನಾತ್ ಎಕಾಕ್ಡೆ ಗೊಳಾ ಹೊವ್ನ್ ಅಮಿ ಸಗ್ಳೆ ಎಕ್ ಹೊವ್ಚೆ, ಅಮಿ ವಾಡ್ವಳ್ಕಿ ಹೊಲ್ಲಿ ಲೊಕಾ ಹೊವ್ಚೆ ಅನಿ ಕ್ರಿಸ್ತಾಚ್ಯಾ ಸಗ್ಳ್ಯಾ ಸಂಪುರ್ನತೆಚ್ಯಾ ಹಂತಾಕ್ ಪಾವುಚೆ ಮನುನ್ ತೆನಿ ಅಸೆ ಕರ್ಲ್ಯಾನ್,