Ephesians 4:17 — Compare Translations
7 translations compared side by side
Odia - 1840
"ପ୍ରଭୁଙ୍କ ନାମ ରେ ମୁଁ ସତର୍କ କରି ଦେଉଛି ଯେ ଅବିଶ୍ବାସୀ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ସମାନଙ୍କେ ବିଚାରର କିଛି ମୂଲ୍ଯ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ବିଜାତିମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ;
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ପ୍ରଭୁଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ସତର୍କ କରି ଦେଉଛି। ବିଧର୍ମୀମାନଙ୍କ ପରି ଆଉ ଜୀବନ ଯାପନ କର ନାହିଁ। ସେମାନଙ୍କର ଚିନ୍ତା ଅସାର
Odia Bible ERV 2004 (ପବିତ୍ର ବାଇବଲ)
କିଭଳି ଜୀବନ-ଯାପନ କରିବା ଉଚିତ୍ ପ୍ରଭୁଙ୍କ ନାମରେ ମୁଁ ସତର୍କ କରି ଦେଉଛି ଯେ ଅବିଶ୍ୱାସୀ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ସେମାନଙ୍କ ବିଗ୍ଭରର କିଛି ମୂଲ୍ୟ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಸೆ ರಾತಾನಾ ವಿಶ್ವಾಸಾತ್ ನತ್ತ್ಯಾ ಅನಿ ಕಾಯ್ಬಿ ಫಾಯ್ದ್ಯಾಕ್ ಪಡಿನಸಲ್ಲಿ ಯವ್ಜನಿಯಾ ಕರ್ತಲ್ಯಾ ವಿಶ್ವಾಸಾತ್ ನತ್ತ್ಯಾ ಲೊಕಾಂಚ್ಯಾ ಸಾರ್ಕೆ ಅನಿ ಫಿಡೆ ಜಿವನ್ ಕರಚೆ ನ್ಹಯ್ ಮನುನ್ ಮಿಯಾ ಧನಿಯಾಚ್ಯಾ ನಾವಾನ್ ಮಿಯಾ ಮಾಗ್ತಾ.