Ephesians 4:18 — Compare Translations
7 translations compared side by side
Odia - 1840
"ସମାନେେ କିଛି ବୁଝନ୍ତି ନାହିଁ କି କିଛି ଜାଣନ୍ତି ନାହିଁ, କାରଣ ସମାନେେ ବୁଝିବା ପାଇଁ ମନା କରନ୍ତି। ସେଥିପାଇଁ ପରମେଶ୍ବର ପ୍ରଦତ୍ତ ଜୀବନ ସମାନେେ ପାଇ ପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆପଣାମାନଙ୍କଠାରେ ଥିବା ଅଜ୍ଞାନତା ହେତୁ ଓ ନିଜ ନିଜ ହୃଦୟର ଜଡ଼ତା ହେତୁ ଆପଣା ଆପଣା ବୁଦ୍ଧିରେ ଅନ୍ଧକାରାଚ୍ଛନ୍ନ ପୁଣି ଈଶ୍ଵରଙ୍କ ଜୀବନରୁ ବିଚ୍ଛିନ୍ନ ହୋଇଅଛନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ଏବଂ ସେମାନଙ୍କର ମନ ଅନ୍ଧକାରାଚ୍ଛନ୍ନ। ଈଶ୍ୱର ପଦତ୍ତ ଜୀବନରେ ସେମାନଙ୍କର କୌଣସି ଅଂଶ ନାହିଁ। କାରଣ ସେମାନେ ସମ୍ପୂର୍ଣ୍ଣ ଅଜ୍ଞ ଓ ଅବାଧ୍ୟ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କିଛି ବୁଝନ୍ତି ନାହିଁ କି କିଛି ଜାଣନ୍ତି ନାହିଁ, କାରଣ ସେମାନେ ବୁଝିବା ପାଇଁ ମନା କରନ୍ତି। ସେଥିପାଇଁ ପରମେଶ୍ୱର ପ୍ରଦତ୍ତ ଜୀବନ ସେମାନେ ପାଇ ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆପଣାମାନଙ୍କଠାରେ ଥିବା ମୂର୍ଖତା ହେତୁ ଓ ନିଜ ନିଜ ହୃଦୟର ଜଡତା ହେତୁ ଆପଣା ଆପଣା ବୁଦ୍ଧିରେ ଅନ୍ଧକାରାଚ୍ଛନ୍ନ ପୁଣି, ଈଶ୍ବରଙ୍କ ଜୀବନରୁ ବିଚ୍ଛିନ୍ନ ହୋଇଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆପଣାମାନଙ୍କ ଠାରେ ଥିବା ମୁର୍ଖତା ହେତୁ ଓ ନିଜ ନିଜ ହୃଦୟର ଜଡତା ହେତୁ ଆପଣା ଆପଣା ବୁଦ୍ଧିରେ ଅନ୍ଧକାରାଚ୍ଛନ୍ନ ପୁଣି, ଈଶ୍ୱରଙ୍କଠାରୁ ବିଛିନ୍ନ ହୋଇଅଛନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಚಿ ಮನಾ ಕಾಳ್ಕಾನ್ ಭರುನ್ ಗೆಲಾತ್ ದೆವಾನ್ ದಿತಲ್ಯಾ ಜಿವನಾತ್ ತೆಂಕಾ ಭಾಗ್ ನಾ, ಕಶ್ಯಾಕ್ ಮಟ್ಲ್ಯಾರ್, ತೆಂಚಿ ಮನಾ ಘಟ್ ಹೊಲಾತ್ ಅನಿ ಬುದ್ಗೆಡಿ ಪಾನಾನ್ ಭರ್ಲಾತ್.