Ephesians 4:19 — Compare Translations
7 translations compared side by side
Odia - 1840
"ସମାନଙ୍କେର ଲଜ୍ଜା ନାହିଁ। ସମାନେେ ମନ୍ଦ କାର୍ୟ୍ଯ କରି ଜୀବନ ଯାପନ କରନ୍ତି। ସବୁ ପ୍ରକାରର ମନ୍ଦ କାମ ଅଧିକରୁ ଅଧିକ ରୂପେ କରିବାକୁ ସମାନଙ୍କେର ଇଚ୍ଛା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଜଡ଼ବତ୍ ହୋଇ ଧନ ଲୋଭରେ ଆସକ୍ତ ହେବା ସଙ୍ଗେ ସଙ୍ଗେ ସର୍ବପ୍ରକାର ଅଶୁଚି କର୍ମ କରିବା ନିମନ୍ତେ ଆପଣା ଆପଣାକୁ କାମୁକତାରେ ସମର୍ପଣ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ନିର୍ଲ୍ଲଜ୍ଜ, ଭ୍ରଷ୍ଟାଚାରୀ ଓ ଅବାରିତଭାବେ ସବୁ ପ୍ରକାର ଅଶୋଭନୀୟ କାର୍ଯ୍ୟରେ ଲିପ୍ତ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ଲଜ୍ଜା ନାହିଁ। ସେମାନେ ମନ୍ଦ କାର୍ଯ୍ୟ କରି ଜୀବନଯାପନ କରନ୍ତି। ସବୁ ପ୍ରକାରର ମନ୍ଦ କାମ ଅଧିକରୁ ଅଧିକ ରୂପେ କରିବାକୁ ସେମାନଙ୍କର ଇଚ୍ଛା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଜଡବତ୍ ହୋଇ ଧନଲୋଭରେ ଆସକ୍ତ ହେବା ସଙ୍ଗେ ସଙ୍ଗେ ସର୍ବପ୍ରକାର ଅଶୁଚି କର୍ମ କରିବା ନିମନ୍ତେ ଆପଣା ଆପଣାକୁ କାମୁକତାରେ ସମର୍ପଣ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଜଡବତ୍ ହୋଇ ଧନଲୋଭରେ ଆସକ୍ତ ହେବା ସଙ୍ଗେ ସଙ୍ଗେ ସର୍ବପ୍ରକାର ଅଶୁଚି କର୍ମ କରିବା ନିମନ୍ତେ ଆପଣା ଆପଣାକୁ କାମୁକତାରେ ସମର୍ପଣ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಕಾ ಲಜ್ಜಾ ಮನ್ತಲಿ ಕರಿನಾ, ತೆನಿ ಅಪ್ನಾಕುಚ್ ಸಗ್ಳ್ಯಾ ರಿತಿಚ್ಯಾ ಬುರ್ಶ್ಯಾ ಕಾಮಾತ್ನಿ ಅನಿ ಬುರ್ಶ್ಯಾ ಪಾನಾತ್ನಿ ಅನಿ ಪೈಸ್ಯಾಂಚ್ಯಾ ಆಶ್ಯಾಕ್ ಒಪ್ಸುನ್ ದಿಲ್ಯಾನಾತ್.