Ephesians 4:2 — Compare Translations

7 translations compared side by side

Odia - 1840
"ସବୁବେଳେ ନମ୍ର, ଭଦ୍ର, ର୍ଧୈୟ୍ଯବାନ ହୁଅ। ପରସ୍ପରକୁ ପ୍ ରମେ ରେ ଗ୍ରହଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍ ସର୍ବପ୍ରକାର ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ସହ ପ୍ରେମରେ ପରସ୍ପର ପ୍ରତି ସହନଶୀଳ ହୁଅ;
Odia BSI (ପବିତ୍ର ବାଇବଲ (CL) NT (BSI))
ସର୍ବଦା ନମ୍ର, ସୁଶୀଳ ଓ ଧୈର୍ଯ୍ୟଶୀଳ ହୁଅ। ପରସ୍ପର ପ୍ରତି ସହନଶୀଳ ହୋଇ ପ୍ରେମ ପ୍ରଦର୍ଶନ କର।
Odia Bible ERV 2004 (ପବିତ୍ର ବାଇବଲ)
ସବୁବେଳେ ନମ୍ର, ଭଦ୍ର, ଧୈର୍ଯ୍ୟବାନ ହୁଅ। ପରସ୍ପରକୁ ପ୍ରେମରେ ଗ୍ରହଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍‍ ସର୍ବପ୍ରକାର ନମ୍ରତା, ମୃଦୁତା, ଦୀର୍ଘ ସହିଷ୍ଣୁତା ଓ ପ୍ରେମରେ ପରସ୍ପର ପ୍ରତି ସହନଶୀଳ ହୁଅ;
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍ ସର୍ବପ୍ରକାର ନମ୍ରତା, ମୃଦୁତା, ଦୀର୍ଘ ସହିଷ୍ଣତା ଓ ପ୍ରେମରେ ପରସ୍ପର ପ୍ରତି ସହନଶୀଳ ହୁଅ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಕನ್ನಾಬಿ ಖಾಲ್ತಿ ಹೊವ್ನ್ ಸಾದೆ ಅನಿ ಸೊಸುನ್ ಘೆವ್ನ್ ರಾತಲೆ ಹೊವಾ ಅನಿ ಎಕಾಮೆಕಾಕ್ ಪ್ರೆಮಾನ್ ಸಂಬಾಳುನ್ಗೆವ್ನ್ ಜಾವಾ.